ଭାରତ ଇରାନ ମଧ୍ୟରେ ଚାବାହାର ଚୁକ୍ତିକୁ ନେଇ ରାଗିଲା ଆମେରିକା, ଦେଲା ଏମିତି ଧମକ

ଓ୍ବାଶିଂଟନ,୧୪।୫: ଇରାନର ଚାବାହାର ବନ୍ଦର ଚଳାଇବା ପାଇଁ ଭାରତ ୧୦ବର୍ଷର ଚୁକ୍ତିନାମା ସ୍ବାକ୍ଷର କରିବା ପରେ ଆମେରିକା ରାଗି ଯାଇଛି। ଆମେରିକା କହିଛି ଯେ ଇରାନ ସହ ବାଣିଜ୍ୟ ଚୁକ୍ତି କରିବାକୁ ଯାଉଥିବା ଦେଶ ଉପରେ କଟକଣା ଲାଗୁ କରାଯାଇପାରିବ।

ଆମେରିକାର ଏହି ମନୋଭାବ କେବଳ ଭାରତ ଆଡକୁ ଥିଲା। ଚୁକ୍ତି ହେବାର କିଛି ଘଣ୍ଟା ପରେ ଆମେରିକା ଭାରତ ଉପରେ ପ୍ରତିବନ୍ଧକ ଲଗାଇବାକୁ ଧମକ ଦେଇଛି।
ଭାରତ-ଇରାନ ଚୁକ୍ତି ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତରରେ ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର ବେଦାନ୍ତ ପଟେଲ କହିଛନ୍ତି ଯେ ଇରାନ ସହ ବାଣିଜ୍ୟ କାରବାର କରୁଥିବା କୌଣସି ଦେଶ ସମ୍ଭାବ୍ୟ ପ୍ରତିବନ୍ଧକ ପାଇଁ ପ୍ରସ୍ତୁତ ହେବା ଉଚିତ।
ତେବେ ଆମେରିକାର ବୈଦେଶିକ ବିଭାଗର ପ୍ରିନ୍ସପାଲ ଡେପୁଟି ମୁଖପାତ୍ର ବେଦାନ୍ତ ପଟେଲ ଏହା ମଧ୍ୟ କହିଛନ୍ତି ଯେ ବୈଦେଶିକ ନୀତି ଉପରେ ନିଜର ମତ ପ୍ରକାଶ କରିବାକୁ ଭାରତ ସରକାରଙ୍କର ସମସ୍ତ ଅଧିକାର ରହିଛି।
ବେଦାନ୍ତ ପଟେଲ ଆହୁରି ମଧ୍ୟ କହିଛନ୍ତି ଯେ ଭାରତ ଏବଂ ଇରାନ ମଧ୍ୟରେ ଚାବାହାର ବନ୍ଦର ସମ୍ବନ୍ଧରେ ହୋଇଥିବା ଚୁକ୍ତି ବିଷୟରେ ଆମେରିକା ଅବଗତ ଅଛି, ତଥାପି ଏହାର ବୈଦେଶିକ ନୀତି ନିଷ୍ପତ୍ତି ଉପରେ ଭାରତ ନିଜର ମତ ପ୍ରକାଶ କରିବାର ସମସ୍ତ ଅଧିକାର ରହିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ମୁଁ କେବଳ କହିବି ଯେ ଇରାନ ଉପରେ ଆମେରିକାର ପ୍ରତିବନ୍ଧକ ଜାରି ରହିଛି ଏବଂ ଆମେ ଏହାକୁ କାର୍ଯ୍ୟକାରୀ କରିବା ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri