ପଶ୍ଚାତାପ କରିବ ଆମେରିକା, ଇରାନର ବୈଦେଶିକ ମନ୍ତ୍ରୀ କହିଲେ ଏହି ଆକ୍ରମଣ…

ତେହରାନ,୫ା୩: ଶ୍ରୀଲଙ୍କାର ଦକ୍ଷିଣ ଉପକୂଳରେ ଆମେରିକାର ବୁଡ଼ାଜାହାଜ ଆକ୍ରମଣ କରି ଏକ ଇରାନୀ ଜାହାଜକୁ ବୁଡ଼ାଇ ଦେଇଛି।
ଏହି ଆକ୍ରମଣରେ ୮୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେଭ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଆମେରିକାକୁ ଏକ ଖୋଲା ଚେତାବନୀ ଦେଇଛନ୍ତି। ଆବାସ ଆରାଘଚି ତାଙ୍କ ସୋସିଆଲ ମିଡିଆ ପୋଷ୍ଟ ‘X’ରେ ଏକ ପୋଷ୍ଟରେ ଲେଖିଛନ୍ତି ଯେ, ଆମେରିକା ଏହି ଆକ୍ରମଣ ପାଇଁ ପଶ୍ଚାତାପ କରିବ।

ସେ ଲେଖିଛନ୍ତି, ଆମେରିକା ଇରାନ ଉପକୂଳରୁ ୨୦୦୦ ମାଇଲ ଦୂରରେ ସମୁଦ୍ରରେ ଏକ ଜଘନ୍ୟ ଅପରାଧ କରିଛି। ସେ କହିଛନ୍ତି, ଭାରତୀୟ ନୌସେନାର ଅତିଥି ପ୍ରାୟ ୧୩୦ ଜଣ ନାବିକଙ୍କୁ ନେଇ ଯାଉଥିବା ଫ୍ରିଗେଟ ‘ଡେନା’ ଉପରେ ଅନ୍ତର୍ଜାତୀୟ ଜଳସୀମାରେ କୌଣସି ଚେତାବନୀ ବିନା ଆକ୍ରମଣ କରାଯାଇଥିଲା। ସେ ଆହୁରି କହିଛନ୍ତି, ‘ମୋର କଥା ମନେରଖ, ଆମେରିକା ଏହି କାର୍ଯ୍ୟ ପାଇଁ ଗଭୀର ଭାବରେ ଅନୁତାପ କରିବ।’

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri