କେବଳ ଇସ୍ରାଏଲବାସୀ ନୁହନ୍ତି ଅନ୍ୟଦେଶର ଲୋକଙ୍କୁ ହତ୍ୟା କରୁଛି ହମାସ୍‌

ତେଲ ଅଭିଭ,୧୧।୧୦: ପାଲେଷ୍ଟାଇନର ଆତଙ୍କବାଦୀ ହମାସଙ୍କ ବର୍ବରତା ବନ୍ଦ ହେବାର କୌଣସି ସମ୍ଭାବନା ଦେଖାଯାଉ ନାହିଁ। ଯୁଦ୍ଧର ପଞ୍ଚମ ଦିନରେ ଆକ୍ରମଣରେ ସୈନିକଙ୍କ ସମେତ ଅନେକ ସାଧାରଣ ଜନତାଙ୍କୁ ହତ୍ୟା କରାଯାଉଛି। ଏଥିସହ ବହୁଜଣଙ୍କୁ ବନ୍ଧକ ରଖାଯାଇଛି। ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲରେ ଫଶି ରହିଥିବା ଅନ୍ୟ ଦେଶର ଲୋକଙ୍କୁ ମଧ୍ୟ ଟାର୍ଗେଟ କରୁଛନ୍ତି। ହମାସ୍‌ ଆମେରିକା, ବ୍ରିଟେନ ଓ ୟୁକେ ସମେତ ଅନେକ ଦେଶର ନାଗରିକଙ୍କୁ ହତ୍ୟା କରିବା ସହିତ ସେମାନଙ୍କୁ ବନ୍ଧକ ରଖୁଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ହମାସ୍‌ର ଏହି କାର୍ଯ୍ୟକୁ ଆତଙ୍କବାଦୀ ସଂଗଠନ ଆଇଏସଆଇଏସ ସହିତ ଉଲ୍ଲେଖ କରିଛନ୍ତି।

ବର୍ତ୍ତମାନ ଯାଏଁ ଥାଇଲ୍ୟାଣ୍ଡର ୧୮ଜଣ, ଆମେରିକାର ୧୪ଜଣ, ନେପାଳର ୧୦ଜଣ, ଫ୍ରାନ୍ସର ୮ଜଣ, ଆର୍ଜେଣ୍ଟିନାର ୭ଜଣ, ଋଷିଆର ୪ଜଣ, ୟୁକ୍ରେନର ୨ଜଣ, କାନାଡାର ଜଣେ, କାମ୍ବୋଡିଆର ଜଣେ, ଜର୍ମାନୀର ଏକାଧିକ ବନ୍ଧକ, ଫିଲିପାଇନ୍ସର ୫ଜଣ, ପେରୁର ୨ଜଣ ମୃତ, ଅଷ୍ଟ୍ରିଆର ୩ଜଣ ନିଖୋଜ, ବ୍ରାଜିଲର ୨ଜଣ, ଇଟାଲୀର ୨ଜଣ, ଶ୍ରୀଲଙ୍କାର ୨ଜଣ, ତାଞ୍ଜାନିଆର ୨ଜଣ ନିଖୋଜ, ମେକ୍ସିକୋର ୨ଜଣ ବନ୍ଧକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri