ଚାଇନା ବହିରେ ଆମେରିକା କାର୍ଟୁନ୍‌

ବେଜିଂ, ୨୮ା୮: ଚାଇନାର ପ୍ରାଥମିକ ସ୍କୁଲଗୁଡ଼ିକରେ ପ୍ରଚଳିତ ପାଠ୍ୟପୁସ୍ତକରୁ କମ୍ୟୁନିଷ୍ଟ ସରକାର କେତେକ ନିର୍ଦ୍ଦିଷ୍ଟ କାର୍ଟୁନ୍‌କୁ ହଟାଇ ଦେଇଛନ୍ତି। ମୂଳ କର୍ଟୁନ୍‌ଗୁଡ଼ିକ ଅନେକ ବର୍ଷ ଧରି ପଢ଼ାବହିରେ ଛପାଯାଉଥିଲେ ହେଁ ଗତ ମେ’ରେ ଦେଶର ସରକାରୀ ଗଣମାଧ୍ୟମ ଗ୍ଲୋବାଲ୍‌ ଟାଇମ୍ସ ସେ ସବୁକୁ ହଠାତ୍‌ ଅସୁନ୍ଦର, ବର୍ଣ୍ଣଭେଦୀ, ଅଜବ ଓ ଅଶ୍ଳୀଳ ବୋଲି ଦର୍ଶାଇଛନ୍ତି। ସେ ସମୟରେ ପ୍ରକାଶକ କ୍ଷମା ମାଗିବା ସହ କାର୍ଟୁନ୍‌ ପୁନଃ ଅଙ୍କନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅନେକ ହଜାର ପୁସ୍ତକର ସମୀକ୍ଷା ପରେ କାର୍ଟୁନ୍‌ ଆଙ୍କିଥିବା କଳାକାର ଓ ଛାପିଥିବା ପ୍ରକାଶକଙ୍କଠାରୁ ଜରିମାନା ଆଦାୟ ସହ ଚାକିରିରୁ ହଟାଇ ଦିଆଯାଇଛି।

ଗ୍ଲୋବାଲ୍‌ ଟାଇମ୍ସ ମତରେ କେତେକ ଚିତ୍ରରେ ଥିବା ବାଳିକା, ବାଳକମାନେ ଆମେରିକାର ଜାତୀୟ ପତାକା ସଦୃଶ ପୋଷାକ ପରିଧାନ କରି ହାତର ଅଙ୍ଗୁଳି ଉପରକୁ ଟେକିଛନ୍ତି। ଏଭଳି ହାବଭାବ ଚାଇନାବାସୀଙ୍କ ପ୍ରତି ଘୋର ଅପମାନ ବୋଲି ଗ୍ଲୋବାଲ ଟାଇମ୍ସ ସମାଲୋଚନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ଶନି ବଳୟର କଣିକା ସଂଗ୍ରହ କରିବ ଏଆଇ ରୋବୋଟିକ୍‌ ସିଷ୍ଟମ୍‌

ୱାଶିଂଟନ,୨୭ା୭: ଶନି ଗ୍ରହର ସୃଷ୍ଟି, ଏହାର ଚାରିପାଖରେ ଥିବା ବିଶାଳ ବଳୟ ଏବଂ ବ୍ରହ୍ମାଣ୍ଡରେ ଗ୍ରହଗୁଡ଼ିକର ବିକାଶ ସମ୍ପର୍କରେ ଲୁଚି ରହିଥିବା ଅନେକ ରହସ୍ୟର ପର୍ଦ୍ଦାଫାଶ କରିବା…

ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ

ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri