ମାମୁଙ୍କର ଅତି ନିକଟତର ଥିଲେ ଏହି ସଙ୍ଗୀତକାର: ମୃତ୍ୟୁ ପରେ ତାଙ୍କ କଙ୍କାଳରେ ତିଆରିକଲେ ଗୀଟାର

ଆମେରିକାର ସଙ୍ଗୀତକାର ପ୍ରିନ୍ସ ମିଡନାଇଟ୍‌ଙ୍କର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଲୋକେ ତାଙ୍କୁ ଏବଂ ତାଙ୍କ ଗୀଟାରକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ଭିଡିଓକୁ ବହୁତ ଶେୟାର ମଧ୍ୟ କରାଯାଉଛି। ତେବେ ପ୍ରିନ୍ସଙ୍କ ଗୀଟାର ପଛର କାହାଣୀକୁ ଅନେକ ଲୋକ ବିଶ୍ୱାସ ମଧ୍ୟ କରିପାରୁ ନାହାନ୍ତି।
ବାସ୍ତବରେ ପ୍ରିନ୍ସ ତାଙ୍କର ଭିନ୍ନ ହେଭି ମେଟାଲ ମ୍ୟୁଜିକ୍‌ ପାଇଁ ବେଶ୍‌ ପରିଚିତ। ତାଙ୍କର ଲୋକପ୍ରିୟତାର ଶ୍ରେୟ ତାଙ୍କ ମାମୁଙ୍କୁ ଦିଆଯାଉଛି।
ଅତିତରେ ପ୍ରିନ୍ସଙ୍କ ମାମୁଙ୍କର ମୃତ୍ୟୁ ଘଟିଥିଲା। ମାମୁଙ୍କ ମୃତ୍ୟୁରେ ଭାଙ୍ଗିପଡ଼ିଥିବା ପ୍ରିନ୍ସ ତାଙ୍କୁ ଭିନ୍ନ ଶୈଳୀରେ ଶ୍ରଦ୍ଧାଞ୍ଜଳି ଦେବାକୁ ଚାହୁଁଥିଲେ। ତେଣୁ ପ୍ରିନ୍ସ ମାମୁଙ୍କ କଙ୍କାଳକୁ ଇଲେକ୍ଟ୍ରିକ୍‌ ଗୀଟାରରେ ପରିଣତ କଲେ। ଏଥିସହ ସେ ୟୁଟ୍ୟୁବ୍‌ରେ ଏକ ଭିଡିଓ ମଧ୍ୟ ଶେୟାର କରିଛନ୍ତି। ଏହି ଭିଡିଓରେ ପ୍ରିନ୍ସ ଉକ୍ତ ଗୀଟାରକୁ ଅତି ସହଜରେ ବଜାଉଥିବାର ଦେଖିବାକୁ ମିଳୁଛି।
ଏ ନେଇ ପ୍ରିନ୍ସ କହିଛନ୍ତି, ମୁଁ ମାମୁଙ୍କ କଙ୍କାଳକୁ ଗୀଟାରରେ ପରିଣତ କରିବାକୁ ନିଷ୍ପତ୍ତି ନେଇଥିଲି। କିନ୍ତୁ ଏହା ଏକ ଚ୍ୟାଲେଞ୍ଜିଂ କାମ ଥିଲା। ମୁଁ ଏହା ଉପରେ ବହୁତ ଗବେଷଣା କଲି ଏବଂ ଜାଣିଲି ଯେ ଆଜି ପର୍ଯ୍ୟନ୍ତ କେହି କଙ୍କାଳରୁ ଗୀଟାର ତିଆରି କରିନାହାନ୍ତି । ତେଣୁ ମୁଁ ଏହା କରିବାକୁ ସ୍ଥିର କଲି।


Enter your email to get our daily news in your inbox.

All Right Reserved By Dharitri.Com

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri