ଲୋକପ୍ରିୟ ଅଭିନେତାଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୨୭।୫: ଆମେରିକୀୟ ଅଭିନେତା ଜନି ଓ୍ବାକ୍ଟରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା କରାଯାଇଛି। ତାଙ୍କୁ ମାତ୍ର ୩୭ ବର୍ଷ ହୋଇଥିଲା। ଓ୍ବାକ୍ଟର ଅନେକ ଚଳଚ୍ଚିତ୍ର ଏବଂ ଟିଭି ଶୋ’ରେ କାମ କରିଥିଲେ। ଓ୍ବାକ୍ଟରଙ୍କ ମା’ ମଧ୍ୟ ତାଙ୍କ ପୁଅର ମୃତ୍ୟୁକୁ ନିଶ୍ଚିତ କରିଛନ୍ତି।
ଓ୍ବାକ୍ଟର ନିଜ ସାଙ୍ଗମାନଙ୍କ ସହ ଆଉଟିଂ କରୁଥିବାବେଳେ ଏହି ଘଟଣା ଘଟିଥିଲା। ତାଙ୍କ କାର ନିକଟରେ ତିନି ଜଣ ଅଜ୍ଞାତ ବ୍ୟକ୍ତି ଉପସ୍ଥିତ ଥିଲେ ଏବଂ ଅଭିନେତାଙ୍କ କାରରୁ କନଭର୍ଟର ଚୋରି କରିବାକୁ ଚେଷ୍ଟା କରୁଥିଲେ। ଏହି ମୁହୂର୍ତ୍ତରେ ସେ ଅଭିନେତାଙ୍କୁ ଗୁଳି କରିଥିଲେ।
ଓ୍ବାକ୍ଟର ତାଙ୍କ କ୍ୟାରିୟରରେ ସାଇବେରିଆ ଆଣ୍ଡ୍‌ କ୍ରିମିନାଲ୍‌ ମାଇଣ୍ଡସ୍‌, ଆର୍ମି ୱିଭସ, ଦ ଓଏ, ହଲିଉଡ ଗର୍ଲ ଏବଂ ୱେଷ୍ଟୱଲର୍‌ଡ ଭଳି ପ୍ରୋଜେକ୍ଟରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?