ଷ୍ଟକହୋମ,୮।୧୦-ଚଳିତ ବର୍ଷ ଆମେରିକାର କବୟତ୍ରୀ ଲୁଇସ ଗ୍ଲୁକ ନୋବେଲ ପୁରସ୍କାର ପାଇବେ। ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ତାଙ୍କୁ ନୋବେଲ ପ୍ରଦାନ କରାଯିବ। ଏ ନେଇ ଗୁରୁବାର ନୋବେଲ ପୁରସ୍କାର କମିଟି ପକ୍ଷରୁ ଲୁଇସଙ୍କ ନାମ ଘୋଷଣା କରାଯାଇଛି। ସୁଲଳିତ କବିତା ରଚନା କରି ଆମେରିକୀୟ ସାହିତ୍ୟ ଦୁନିଆରେ ଏକ ସତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଲୁଇସ ଗ୍ଲୁକ।
BREAKING NEWS:
The 2020 Nobel Prize in Literature is awarded to the American poet Louise Glück “for her unmistakable poetic voice that with austere beauty makes individual existence universal.”#NobelPrize pic.twitter.com/Wbgz5Gkv8C— The Nobel Prize (@NobelPrize) October 8, 2020

