ଭାରତର ସ୍ବାଧୀନତା ଦିବସ ସମାରୋହରେ ଯୋଗଦେବେ ଆମେରିକା ଗାୟିକା

ଓ୍ବାଶିଂଟନ/ନୂଆଦିଲ୍ଲୀ,୬ା୮: ଏକ ନୂତନ ଶୈଳୀରେ ‘ଜନ ଗଣ ମନ’ ଏବଂ ‘ଓମ୍‌ ଜୟ ଜଗଦୀଶ ହରେ’ ଗାଇଥିବା ଆମେରିକାର ପ୍ରସିଦ୍ଧ ଗାୟିକା ମେରି ମିଲବେନ ଭାରତ ଆସିବେ। ସ୍ବାଧୀନତା ଦିବସ ପାଳନ ସମୟରେ ସେ ଭାରତରେ ଉପସ୍ଥିତ ରହିବେ।

ଆଇସିଆରସି ଅର୍ଥାତ୍‌ ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦ ପକ୍ଷରୁ ଆମେରିକୀୟ ଗାୟିକା ମିଲବେନଙ୍କୁ ନିମନ୍ତ୍ରଣ କରାଯାଇଛି। ଭାରତ ଯିବା ପୂର୍ବରୁ ମିଲବେନ ଏକ ବିବୃତ୍ତିରେ କହିଛନ୍ତି, ‘୧୯୫୯ ମସିହାରେ ଭାରତ ଗସ୍ତ କରିଥିବା ଡକ୍ଟର ମାର୍ଟିନ ଲୁଥର୍‌ କିଙ୍ଗ ଜୁନିୟରଙ୍କ ପଦାଙ୍କ ଅନୁସରଣ କରି ମୋତେ ଭାରତର ୭୫ ତମ ସ୍ବାଧୀନତା ଦିବସ ଉତ୍ସବରେ ସାଂସ୍କୃତିକ ରାଷ୍ଟ୍ରଦୂତ ଭାବରେ କାର୍ଯ୍ୟ କରିବାକୁ ନିମନ୍ତ୍ରଣ କରାଯାଇଛି। ଏହି ସମାରୋହରେ ଆମେରିକାର ପ୍ରତିନିଧିତ୍ୱ କରିବାର ସୁଯୋଗ ରହିଛି। ସେ କହିଛନ୍ତି, ମୁଁ ଏହି ବିଶେଷ ଉତ୍ସବରେ ଆମେରିକା ଏବଂ ଭାରତର ଗଣତାନ୍ତ୍ରିକ ମେଣ୍ଟକୁ ଆହୁରି ସୁଦୃଢ଼ କରିବାକୁ ଅପେକ୍ଷା କରିଛି।

ପତାକାକୁ ସମ୍ମାନ ଦେବା ସହ ଦେଶକୁ ବି ସମ୍ମାନ କରେ। ଏକ ବିଶେଷ ଦିନ, ଏକ ସ୍ବତନ୍ତ୍ର ଭୂମି ପାଇଁ ଏବଂ ଲୋକମାନଙ୍କ ପାଇଁ ସମ୍ମାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri