ଆମେରିକାରେ ବମ୍ବ ସାଇକ୍ଲୋନ୍‌: ରେକର୍ଡ ଭାଙ୍ଗିଲା ତାପମାତ୍ରା

ଓ୍ବାଶିଂଟନ,୨୬ା୧୨: ଆମେରିକାରେ ବମ୍ବ ସାଇକ୍ଲୋନ୍‌ ଯୋଗୁ ଦେଶରେ ଶୀତ ରେକର୍ଡ ଭାଙ୍ଗିଛି। ତାପମାତ୍ରା ବିଯୁକ୍ତ ୪୫ ଡିଗ୍ରୀକୁ ଖସିବା ଫଳରେ ଲକ୍ଷାଧିକ ଆମେରିକୀୟଙ୍କ ଖ୍ରୀଷ୍ଟମାସ ପାଳନକୁ ଫିକା କରିଦେଇଛି। ଏପରିକି ବିମାନ ବାତିଲ ଯୋଗୁ ହଜାର ହଜାର ଯାତ୍ରୀ ଅଟକି ରହିଛନ୍ତି। ପାଗକୁ ଦୃଷ୍ଟିରେ ରଖି ନେଇ ଆମେରିକାର ନ୍ୟାଶନାଲ ଓ୍ବେଦର ସର୍ଭିସ ଲୋକଙ୍କୁ ସତର୍କ କରାଇଛି। ଶୀତରୁ ବର୍ତ୍ତିବା ଲାଗି ଲାଇବ୍ରେରି, ଥାନା ଆଦି ସର୍ବସାଧାରଣ ସ୍ଥାନରେ ଓ୍ବାର୍ମିଂ ସେଣ୍ଟର ଖୋଲାଯିବା ସହ ବାସହୀନଙ୍କ ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳର ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷେ ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି। ବ୍ଲାକଆଉଟ ଯୋଗୁ ୧ ମିଲିୟନରୁ ଅଧିକ ଲୋକ ଅନ୍ଧାରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ସରକାରଙ୍କୁ ହଟାଇବାକୁ ଚାହୁଁଛି ରୁଷିଆ

ଲଣ୍ଡନ, ୨୪ା୧: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବା ଆଶଙ୍କା ଦିନକୁ ଦିନ ଦୃଢ଼ୀଭୂତ ହେବାରେ ଲାଗିଥିବାବେଳେ କ୍ରେମେଲିନ୍‌ ନାଁରେ ସଙ୍ଗିନ ଅଭିଯୋଗ ଆଣିଛି ବ୍ରିଟେନ।...

ଟେକ୍ସାସ ଗୁଳିକାଣ୍ଡରେ ୨୧ ମୃତ, ୩ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ ରାଷ୍ଟ୍ରପତି

ଟେକ୍ସାସ,୨୫ ।୫: ଆମେରିକାର ଟେକ୍ସାସରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସକାଳେ(ସ୍ଥାନୀୟ ସମୟ ଅନୁସାରେ) ଜଣେ ୧୮ ବର୍ଷିୟ ବାଳକ ହଠାତ୍ ଆଖିବୁଜା ଗୁଳିଚାଳନା...

କର୍ମଚାରୀଙ୍କୁ ଧମକ ଦେଲେ ଏଲନ ମସ୍କ

ଓ୍ବାଶିଂଟନ୍‌,୧୧।୧୨:ଟୁଇଟରର ଗୋପନୀୟ ତଥ୍ୟକୁ ମିଡିଆ ସାମ୍ନାରେ ପ୍ରଘଟ ନ କରିବା ପାଇଁ ଟୁଇଟର ମାଲିକ ଏଲନ ମସ୍କ କର୍ମଚାରୀଙ୍କୁ ଧମକ ଦେଇଛନ୍ତି। ମସ୍କ ଟୁଇଟର୍‌ କାର୍ଯ୍ୟାଳୟରେ...

ବାଂଲାଦେଶରେ ମନ୍ଦିର ଭଙ୍ଗାରୁଜା ଜାରି

ଢାକା, ୧୮।୧୦: ବାଂଲାଦେଶରେ ଦୁର୍ଗାପୂଜା ବେଳେ ଇସ୍‌ଲାମ ଧର୍ମ ପ୍ରତି ଅସମ୍ମାନ କରାଯାଇଥିବା ବାର୍ତ୍ତା ପ୍ରଚାର ହେବାରୁ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହ...

ଏକାଥରକେ ହୋଟେଲର ୧୮୦ ରୁମ୍‌ ବୁକ୍‌ କରିନେଲେ ଦମ୍ପତି, କାରଣ ଜାଣିଲେ…

ପୋଲାଣ୍ଡ,୨୩ା୩: ଲୋକେ ହୋଟେଲକୁ ଯାଇ ରାତ୍ରିଯାପନ ପାଇଁ ଗୋଟିଏ କି ଦୁଇଟି ରୁମ୍‌ ବୁକ୍‌ କରିଥାନ୍ତି। କିନ୍ତୁ ପୋଲାଣ୍ଡରେ ରହୁଥିବା ଏକ ଦମ୍ପତି ହୋଟେଲର ୧୮୦ଟି...

ଇଟାଲିରେ ବୃଦ୍ଧି ପାଉଛି କରୋନା ଭାଇରସ ମୃତ୍ୟୁସଂଖ୍ୟା

ରୋମ,୧୧।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୧୦୦...

ଆଉ ଭାରତକୁ ଆସିବେ ନାହିଁ ଆମେରିକୀୟ

ଓ୍ବାଶିଂଟନ,୨୩।୪: କରୋନାର ଉଗ୍ରରୂପ ଦେଖାଦେଇଥିବା ଭାରତକୁ ନ ଯିବା ପାଇଁ ଆମେରିକୀୟ ନାଗରୀକଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ। କେବଳ ଭାରତ ନୁହେଁ ପାକିସ୍ତାନ,...

ବାଲୁଚିସ୍ତାନରେ ଭୟଙ୍କର ବିସ୍ଫୋରଣ

କ୍ୱେଟା,୧୬।୮: ପାକିସ୍ତାନ କ୍ୱେଟା ନିକଟ ବାଲୁଚିସ୍ତାନର କୁଚଲାକରେ ଥିବା ଏକ ମସ୍‌ଜିଦରେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହେବା...

Advertisement
Archives

Model This Week