Posted inଜାତୀୟ

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଁ ଗାନ୍ଧୀ ପରିବାର ପାଇଁ ଚାକିରି କରୁନି କି ଦଳ ଠାରୁ କୌଣସି ଦରମା ନେଉନାହିଁ।

ସେ ଆହୁରି କହିଛନ୍ତି, ପୂର୍ବରୁ ଆମେଠିରୁ କିଏ ଲଢିବ ତାହା ସ୍ଥିର କରାଯାଇ ନ ଥିଲା। ଏହି ନିଷ୍ପତ୍ତି ଶୀର୍ଷ ନେତୃତ୍ୱଙ୍କର ଥିଲା । ମୁଁ ଏଠାରେ ଗାନ୍ଧୀ ପରିବାର ପାଖରେ ଚାକିରି କରୁନାହିଁ। ମୁଁ ଜଣେ ନେତା। କଂଗ୍ରେସ ଠାରୁ କୌଣସି ଦରମା ନେଉନାହିଁ । କାରଣ ମୁଁ କେବଳ ଜଣେ ନେତା। ୧୯୮୩ରେ ଯୁବ କଂଗ୍ରେସ ସମୟରେ ମୁଁ ଏଠାକୁ ଆସିଥିଲି।

ଏହି ପ୍ରଶ୍ନଉତ୍ତର ଭିତରେ ଯେତେବେଳେ ତାଙ୍କୁ ପଚରାଗଲା ଯେ ରାହୁଲ ଗାନ୍ଧୀ ପ୍ରଥମେ ଆମେଠିରୁ ୱାୟନାଡ ଯାଇଥିଲେ ପରେ ରାଏବରେଲି ଆସିଥିଲେ, ଏ ବିଷୟରେ କ’ଣ କହିବେ? ଉତ୍ତରରେ କେଏଲ ଶର୍ମା କହିଥିଲେ ଯେ, ଆମେଠିରୁ କିଏ ଲଢିବ ଏ ସମ୍ପର୍କରେ କେହି ଜାଣି ନ ଥିଲେ। କିନ୍ତୁ ଏବେ ମୋତେ ଟିକେଟ୍‌ ମିଳିବା ପରେ ବର୍ତ୍ତମାନ ମୁଁ ସ୍ମୃତି ଇରାନୀଙ୍କୁ ପରାସ୍ତ କରିବି। ତାଙ୍କ ଅନୁଗ୍ରହରେ ହିଁ ତାଙ୍କୁ ପରାଜିତ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri