Posted inଜାତୀୟ

ବନ୍ଦ ହେବ ନାହିଁ ଆମେଠିର ସଞ୍ଜୟ ଗାନ୍ଧୀ ହସ୍ପିଟାଲ, ୟୁପି ସରକାରଙ୍କ ଆଦେଶ ଉପରେ ରୋକ ଲଗାଇଲେ ହାଇକୋର୍ଟ

ଲକ୍ଷ୍ନୌ,୪।୧୦: ଉତ୍ତରପ୍ରଦେଶର ଆମେଠି ଜିଲାରେ ଅବସ୍ଥିତ ସଞ୍ଜୟ ଗାନ୍ଧୀ ହସ୍ପିଟାଲ ବନ୍ଦ କରିବାକୁ ଉତ୍ତରପ୍ରଦେଶ ସରକାରଙ୍କ ଆଦେଶ ଉପରେ ଆହ୍ଲାବାଦ ହାଇକୋର୍ଟ ରୋକ ଲଗାଇଛନ୍ତି। ବୁଧବାର ଏହି ମାମଲାର ଶୁଣାଣି କରି ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଡାକ୍ତରଖାନା ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁ ପରେ ଡେପୁଟି ସିଏମ୍‌ ବ୍ରଜେଶ ପାଠକ ଏହାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଆଦେଶ ବିରୋଧରେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri