Posted inUncategorized

ଏଏମ୍‌ଏଫ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧ା୭: ଆକ୍ସିସ୍‌ ମ୍ୟୁଚୁଆଲ୍‌ ଫଣ୍ଡ (ଏଏମ୍‌ଏଫ୍‌) ର ନୂତନ ଉତ୍ପାଦ ‘ଆକ୍ସିସ୍‌ ନିଫ୍ଟି ୫୦୦ଇଣ୍ଡେକ୍ସ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ନୂଆ ଫଣ୍ଡ ଅଫରର ଅନାବରଣ ନିକଟରେ ହୋଇଯାଇଛି। ବିଶେଷ କରି ଏହା ଏକ ଓପନ୍‌ ଏଣ୍ଡେଡ ଇଣ୍ଡେକ୍ସ ଫଣ୍ଡ ହୋଇଥିଲାବେଳେ ଏହାର ମୂଳ ଲକ୍ଷ୍ୟ ହେଉଛି, ନିଫ୍ଟି ୫୦୦ଟୋଟାଲ ରିଟର୍ନ ଇଣ୍ଡେକ୍ସ (ଟିଆର୍‌ଆଇ)ର ପ୍ରଦର୍ଶନକୁ ଦୋହରାଇବା।

ଅପରପକ୍ଷରେ ନ୍ୟାଶନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ଥିବା ଶ୍ରେଷ୍ଠ ୫୦୦ କମ୍ପାନୀରେ ନିବେଶ କରିବା ଲାଗି ଏହା ନିବେଶକମାନଙ୍କୁ ସୁଯୋଗ ପ୍ରଦାନ କରୁଛି। ଏହାର ନୂଆ ଫଣ୍ଡ ଅଫର ୨୦୨୪ ଜୁଲାଇ ୯ରେ ବନ୍ଦ ହେବ। ଏହି ଫଣ୍ଡକୁ କାର୍ତ୍ତିକ କୁମାର ଓ ସଚିତ ରେଲେକର ପରିଚାଳନା କରିବେ। ଏ ସମ୍ପର୍କରେ ଆକ୍ସିସ୍‌ ଏଏମ୍‌ସିର ଏମ୍‌ଡି ତଥା ସିଇଓ ବି ଗୋପକୁମାର କହିଛନ୍ତି, ଆମେ ଆକ୍ସିସ୍‌ ନିଫ୍ଟି ୫୦୦ଇଣ୍ଡେକ୍ସ ଫଣ୍ଡକୁ ଉନ୍ମୋଚନ ସହ ବଜାର ପ୍ରବେଶ କରାଇ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri