ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭାରତ ଖାଦ୍ୟ ଯୋଗାଣ ଜାରି ରଖି ଅଭାବୀ ଦେଶମାନଙ୍କୁ ସାହାଯ୍ୟ କରିଛି: ଜାତିସଂଘରେ କହିଲା ଭାରତ…

ଜେନେଭା,୨୫।୭ : ୟୁକ୍ରେନ ବିବାଦ ମଧ୍ୟରେ ଭାରତ ଖାଦ୍ୟ ଯୋଗାଣରେ ବାଧା ହ୍ରାସ କରି ଅଭାବୀ ଦେଶମାନଙ୍କୁ ମଧ୍ୟ ସାହାଯ୍ୟ କରିଛି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ହୋଇଥିବା ଯୁଦ୍ଧ ପାକିସ୍ତାନ, ଶ୍ରୀଲଙ୍କା ଭଳି ଦେଶକୁ ମଧ୍ୟ ପ୍ରଭାବିତ କରିଛି। ଫଳରେ ସେମାନେ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। କିନ୍ତୁ ପଡୋଶୀ ଦେଶ ସମେତ ଭାରତ ଅନ୍ୟ ଦେଶକୁ ମଧ୍ୟ ସାହାଯ୍ୟ ଜାରି ରଖିଛି।

ମିଳିତ ଜାତିସଂଘର ଦେଶର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ କହିଛନ୍ତି ଜାରି ରହିଥିବା ରୁଷିଆ-ୟୁକ୍ରେନ ବିବାଦ ମଧ୍ୟରେ ଭାରତ ଏହାର ପଡ଼ୋଶୀ ଦେଶ ସମେତ ଅଭାବୀ ଦେଶମାନଙ୍କୁ ଆର୍ଥିକ ତଥା ଖାଦ୍ୟ ସହାୟତା ଯୋଗାଇ ଖାଦ୍ୟ ଏବଂ ଦ୍ରବ୍ୟ ଯୋଗାଣ ଶୃଙ୍ଖଳାରେ ସକ୍ରିୟ ଭାବରେ କାର୍ଯ୍ୟ କରିଛି।

ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ) ରେ ଶାନ୍ତି ପ୍ରତିଷ୍ଠା ଏବଂ ନିରନ୍ତର ଶାନ୍ତି ଉପରେ ବିତର୍କରେ ଭାଷଣ ଦେଇଥିଲେ। ସେ କହିଛନ୍ତି ଗ୍ଲୋବାଲ ସାଉଥରେ ଭାରତର ୪୦ ବିଲିୟନ ଡ଼ଲାରର ବିକାଶ ପ୍ରକଳ୍ପ ମାନବ-କେନ୍ଦ୍ରିକ ବିଶ୍ୱ ପ୍ରତି ଅଦମ୍ୟ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏଥିସହ ସେ ମିଳିତ ଜାତିସଂଘର ସଂସ୍କାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକୁ ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୧ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri