Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ ମଧ୍ୟରେ ଆଜି ଜମ୍ମୁ କଶ୍ମୀର ଗସ୍ତ କରିବେ ଅମିତ ଶାହା

ଜମ୍ମୁ କଶ୍ମୀର,୧୬।୬: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଜମ୍ମୁକଶ୍ମୀର ଗସ୍ତ କରିବେ। ସେଠାରେ ସେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବା ସହ ଆତଙ୍କବାଦ ବିରୋଧୀ ଅଭିଯାନକୁ ଜୋରଦାର କରିବା ଲାଗି ନିର୍ଦ୍ଦେଶ ଦେବେ। ଏହାଛଡ଼ା ସେ ଜୁନ ୨୯ରୁ ଆରମ୍ଭ ହେବାକୁ ଥିବା ବାର୍ଷିକ ଅମରନାଥ ଯାତ୍ରାର ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ।

ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଉପରେ ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ମୋଦି ଆତଙ୍କବାଦ ବିରୋଧରେ ଅଭିଯାନକୁ ବଢ଼ାଇବାକୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ହେବାକୁ ଥିବା ଉଚ୍ଚସ୍ତରୀୟ ବୈଠକରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋାଲ, ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିନ୍ହା, ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଏବଂ କେନ୍ଦ୍ରୀୟ ଗୃହ ସଚିବ ଅଜୟ ଭଲ୍ଲାଙ୍କ ସମେତ ଅନେକ ଶୀର୍ଷ ନେତୃବୃନ୍ଦ ଭାଗ ନେବେ। ଏହି ଅବସରରେ ଶାହାଙ୍କୁ ଜମ୍ମୁ କଶ୍ମୀରର ସୁରକ୍ଷା ସ୍ଥିତି, ସୀମାରେଖାରେ ସୁରକ୍ଷାବଳଙ୍କ ନିଯୁକ୍ତି, ଆତଙ୍କବାଦ ବିରୋଧୀ ଅଭିଯାନର ସ୍ଥିତି ବିଷୟରେ ଅବଗତ କରାଇବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?