Posted inଖେଳ

ଆଇପିଏଲ୍‌ରୁ ଅମିତ ମିଶ୍ରା, ଭୁବନେଶ୍ୱର କୁମାର ବାହାର

ଦୁବାଇ, ୬ା୧୦ (ପି.ଟି.)-ଦିଲ୍ଲୀ କ୍ୟାପିଟାଲ୍ସର ସିନିୟର ଲେଗ୍‌ ସ୍ପିନର ଅମିତ ମିଶ୍ରା ଓ ସନରାଇଜର୍ସ ହାଇଦ୍ରାବାଦର ସିନିୟର ପେସ୍‌ ବୋଲର ଭୁବନେଶ୍ୱର କୁମାର ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାହାର ହୋଇଯାଇଛନ୍ତି। କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷ ମ୍ୟାଚରେ ଅନାମିକା ଅଙ୍ଗୁଳି ହାଡ଼ ଭାଙ୍ଗିଯାଇଛି। ଅନ୍ୟପକ୍ଷରେ ଜଙ୍ଘ ମାଂସପେଶୀରେ ଆଘାତ ଲାଗିଛି। ସେ କେବଳ ଅବଶିଷ୍ଟ ଆଇପିଏଲ୍‌ ନୁହେଁ ଅଷ୍ଟ୍ରେଲିଆ ଟୁର୍‌ରୁ ମଧ୍ୟ ବାଦ୍‌୍‌ ପଡ଼ିବା ସମ୍ଭାବନା ରହିଛି। ଅକ୍ଟୋବର ୩ରେ ଅନୁଷ୍ଠିତ ମ୍ୟାଚ୍‌ରେ ୩୭ ବର୍ଷୀୟ ଅମିତ୍‌ କେକେଆର୍‌ ବ୍ୟାଟ୍ସମ୍ୟାନ ନୀତିଶ ରାଣାଙ୍କ ଏକ ଲୋ କ୍ୟାଚ୍‌ ଧରିବାକୁ ଯାଇ ଆଘାତପ୍ରାପ୍ତ ହୋଇଥିଲେ। ସେ ଯନ୍ତ୍ରଣା ଅନୁଭବ କରିଥିଲେ ମଧ୍ୟ ପରବର୍ତ୍ତୀ ଦୁଇ ଓଭର ସେ ଭଲ ବୋଲିଂ କରିପାରିଥିଲେ। ବିପଜ୍ଜନକ ବ୍ୟାଟ୍ସମ୍ୟାନ ଶୁବମନ ଗିଲ୍‌ଙ୍କୁ ଆଉଟ କରିଥିଲେ। ମାତ୍ର ପରେ ଜଣାପଡ଼ିଥିଲା ଯେ, ତାଙ୍କ ଅନାମିକା ଅଙ୍ଗୁଳି ହାଡ଼ ଭାଙ୍ଗିଯାଇଛି। ଟୁର୍ନାମେଣ୍ଟ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ କରିଥିବା ରଣକୌଶଳର ସେ ଅଂଶ ବିଶେଷ ଥିଲେ। ଅବଶିଷ୍ଟ ଟୁର୍ନାମେଣ୍ଟରୁ ସେ ବାହାର ହେବା ଦ୍ୱାରା ଦଳ ପାଇଁ ଚିନ୍ତାର କାରଣ ହୋଇଛି। ଅମିତ୍‌ ଖୁବ୍‌ ଶୀଘ୍ର ଭାରତ ଫେରିଯାଇ ସେଠାରେ ଆବଶ୍ୟକ ଚିକିତ୍ସା କରାଇବେ। ଅକ୍ଟୋବର ୨ରେ ଚେନ୍ନାଇ ସୁପର କିଙ୍ଗ୍ସର ୧୯ତମ ଓଭର ବୋଲିଂ କରୁଥିବାବେଳେ ଆଘାତପ୍ରାପ୍ତ ହୋଇଥିଲେ ଏବଂ ପଡ଼ିଆ ବାହାରକୁ ଚାଲି ଆସିଥିଲେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ବରିଷ୍ଠ ଅଫିସିଆଲଙ୍କ କହିବା ଅନୁସାରେ ସମ୍ଭବତଃ ଭୁବନେଶ୍ୱର କୁମାରଙ୍କୁ ଗ୍ରେଡ୍‌-୨ କିମ୍ବା ଗ୍ରେଡ୍‌-୩


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri