ଭାରତୀୟ ହକି ଦଳର ଶୁଭକାମନା କଲେ ଅମିତ୍‌ ରୋହିଦାସଙ୍କ ମାଆ

ସୁନ୍ଦରଗଡ଼,୧୩।୧(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ସଉନାମରା ମାଟିର ପୁଅ ଅମିତ୍‌ ରୋହିଦାସ। ୨୦୨୩ ପୁରୁଷ ହକି ବିଶ୍ବକପ୍‌ର ଭାରତୀୟ ହକି ଦଳର ସେ ଉପଅଧିନାୟକ। ରାଉରକେଲାଠାରେ ଆରମ୍ଭ ହେଉଥିବା ଏହି ହକି ବିଶ୍ବକପ୍‌ ନେଇ ସମସ୍ତଙ୍କ ମଧ୍ୟରେ ଭରି ରହିଛି ଉତ୍ସାହ। ଚଳିତ ପୁରୁଷ ବିଶ୍ବକପ୍‌ ହକିରେ ଉପଅଧିନାୟକ ଭାବେ ଖେଳୁଥିବା ଅମିତ୍‌ ଓ ଅନ୍ୟମାନେ ନିଶ୍ଚିତ ଭାବେ ଭଲ ପ୍ରଦର୍ଶନ କରିବେ ଓ ଭାରତ ଚାମ୍ପିୟନ ହେବ ବୋଲି ସମସ୍ତେ ଆଶାବାଦୀ। ତାଙ୍କ ଭଳି ଜଣେ ଉଦୀୟମାନ ହକି ତାରକାଙ୍କୁ ଜନ୍ମ ଦେଇ ବେଶ ଗର୍ବିତ ବୋଲି ଅମିତ୍‌ଙ୍କ ମାଆ ଗୋଲାପୀ ରୋହିଦାସ କହିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ରାଉରକେଲା ଓ ଭୁବନେଶ୍ୱରରେ ହକି ବିଶ୍ବକପ୍‌ ଆୟୋଜନ ଆଗାମୀ ପିଢ଼ିର ଖେଳାଳିଙ୍କୁ ନିଶ୍ଚିତ ପ୍ରେରଣା ଯୋଗାଇବ ବୋଲି କହିବା ସହ ଭାରତୀୟ ଦଳର ସଫଳତା, ଶୁଭକାମନା କରିଛନ୍ତି। ବ୍ୟସ୍ତତା ମଧ୍ୟରେ ମଧ୍ୟ ଅମିତ୍‌ ପ୍ରତିଦିନ କଥା ହେବାକୁ ଭୁଲି ନ ଥା’ନ୍ତି ବୋଲି ସେ କହିଛନ୍ତି। ଘରକୁ ଆସିଲେ ମାଆଙ୍କ ମନ ପସନ୍ଦର ଖାଇବା ଜିନିଷ ସହ ଘରେ ଥିବା ଭଉଣୀ ସୁସ୍ମିତାଙ୍କ ପାଇଁ ମନଲାଖି ଜିନିଷ ଆଣିଥା’ନ୍ତି ବୋଲି ତାଙ୍କ ମାଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri