Posted inଜାତୀୟ

ଭ୍ରଷ୍ଟାଚାର, ଅନୁପ୍ରବେଶ, ଆତଙ୍କବାଦ ମୁକ୍ତ ରାଷ୍ଟ୍ର କେବଳ ମୋଦି ସରକାରଙ୍କ ଦ୍ୱାରା ସମ୍ଭବ: ଶାହା

କୋକରାଝର,୨୪ ।୧: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ଆସାମ ଗସ୍ତରେ ଅଛନ୍ତି । ରବିବାର ଦ୍ୱିତୀୟ ଦିନ ଗସ୍ତରେ ସେ କୋକରାଝରରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି । ସେ କହିଛନ୍ତି, ମୋ ରାଜନୈତିକ ଜୀବନକାଳ ମଧ୍ୟରେ ମୁଁ ବହୁ ରାଲି ଦେଖିଛି ହେଲେ ଆଜିର ଏହି ଐତିହାସିକ ରାଲି ମୋ ମନରେ ଅପାର ଶାନ୍ତି ଆଣି ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ବୋଡୋ ଶାନ୍ତି ଚୁକ୍ତିନାମା ସହିତ ପ୍ରଧାନମନ୍ତ୍ରୀ ଏକ ବାର୍ତ୍ତା ଦେଇଛନ୍ତି ଯେ, ଉତ୍ତରପୂର୍ବରେ ଯେଉଁଠି ଅଶାନ୍ତି ଦେଖାଯାଇଛି, ସେଠାରେ ଆଲୋଚନା କରାଯାଉ ଫଳରେ ଶାନ୍ତିର ବାଟ ଫିଟିଯିବ । କଂଗ୍ରେସକୁ ଟାର୍ଗେଟ କରି ସେ କହିଛନ୍ତି ଗତ ୫ ବର୍ଷ ମଧ୍ୟରେ ଆସାମରେ ଯେତିକି ବିକାଶ ହୋଇଛି ତାହା ବିଗତ ୭୦ ବର୍ଷ ମଧ୍ୟରେ ହୋଇ ନ ଥିଲା । ଏହା ବ୍ୟତୀତ ସେ କହିଛନ୍ତି ରାଜ୍ୟରେ କେବଳ ଭାଜପା ସରକାର ହିଁ ଦୁର୍ନୀତି ଅନୁପ୍ରବେଶ ଏବଂ ଆତଙ୍କବାଦ ମୁକ୍ତ ସରକାର ଗଠନ କରିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri