Posted inଜାତୀୟ

ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀରେ ଯୋଗ ଦେଲେ ଶାହ

ଲକ୍ଷ୍ନୌ,୧୩ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତାଙ୍କର ଦୁଇ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଶନିବାର ବାରାଣସୀରେ ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶାହ କହିଛନ୍ତି ଦେଶରେ ହିନ୍ଦୀ ଓ ସ୍ଥାନୀୟ ଭାଷାରେ କୌଣସି ବିବାଦ ନାହିଁ । ଏହା ହିନ୍ଦୀ ପ୍ରେମିଙ୍କ ପାଇଁ ସଂକଳ୍ପର ବର୍ଷ ସେଥିପାଇଁ ସ୍ୱଭାଷାକୁ ଆଗକୁ ବଢାନ୍ତୁ । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବି ଉପସ୍ଥିତ ଥିଲେ । ଆଗାମୀ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ଶାହା ଦୁଇ ଦିନିଆ ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି । ବାରାଣସୀରେ କାର୍ଯ୍ୟକ୍ରମକୁ ସମ୍ବୋଧନ ଦେବା ଅବସରରେ ଶାହ କହିଛନ୍ତି ଆମେ ଆଜି ପାଳନ କରୁଛି ସ୍ୱାଧିନତାର ଅମୃତ ମହୋତ୍ସବ । ଏହା ହେଉଛି ଆମ ପୂର୍ବଜଙ୍କ ବଳିଦାନ, ସେମାନେ ସହିଥିବା ଯାତନା ଓ ସେମାନଙ୍କ ସଂଘର୍ଷର ସ୍ମୃତିକୁ ଜୀବିତ କରିବା ଓ ଯୁବ ପିଢିଙ୍କୁ ପ୍ରେରଣା ଦେବାର ଅବସର । ଏହା ସଂକଳ୍ପର ବର୍ଷ ବି । ଚଳିତ ବର୍ଷ ୧୩୦ କୋଟି ଭାରତୀୟଙ୍କୁ ସ୍ଥିର କରିବାର ଅଛି ଯେତବେଳେ ଦେଶ ସ୍ୱାଧିନତାର ୧୦୦ ବର୍ଷ ପାଳନ କରିବ ସେତେବେଳେ ଦେଶ କେମିତି ଥିବ ବିଶ୍ୱରେ ଭାରତର ସ୍ଥାନ କେଉଁଠି ଥିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?