Posted inଜାତୀୟ

ଜୀବନରେ କେବେ ଦେଖି ନ ଥିଲି ଏମିତି ରୋଡ ଶୋ’: ଶାହା

କୋଲକାତା,୨୦ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ରବିବାର ବୋଲପୁରରେ ଆୟୋଜିତ ଏକ ମେଗା ରୋଡ ଶୋ’ରେ ଯୋଗ ଦେଇଛନ୍ତି । ଏହି ରୋଡ ଶୋ’ରେ ଭାଗ ନେଇ ସେ କହିଛନ୍ତି ଜୀବନରେ ଏମିତି ରୋଡ ଶୋ’ ମୁଁ କେବେ ଦେଖି ନ ଥିଲି । ପଶ୍ଚିମବଙ୍ଗବାସୀ ଏବେ ପରିବର୍ତ୍ତନ ଚାହୁଁଛନ୍ତି । ଏହାସହ ଏଠାକାର ଲୋକଙ୍କର ମୋଦିଙ୍କ ପ୍ରତିଥିବା ଭଲପାଇବା ସ୍ପଷ୍ଟଭାବେ ବାରି ହୋଇପଡୁଛି । ସେଠାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରି କହିଛନ୍ତି ଆଗାମୀ ନିର୍ବାଚନରେ ଭଣଜାଙ୍କ ଦାଦାଗିରିକୁ ଶେଷ କରିବାକୁ ପରିବର୍ତ୍ତନର ଆବଶ୍ୟକତା ରହିଛି । ସେହିପରି ଅନୁପ୍ରବେଶକାରୀଙ୍କୁ ହଟାଇବା ପାଇଁ ପରିବର୍ତ୍ତନ କରାଯିବ । ଭାରତ ମାତା କି ଜୟ ଓ ଜୟ ଶ୍ରୀରାମ ସ୍ଲୋଗାନ ମଧ୍ୟରେ ଶାହା କହିଥିଲେ ଲୋକେ ପରିବର୍ତ୍ତନ ପାଇଁ ମନରେ ସ୍ଥିର କରି ସାରିଲେଣି । ଏହା କେବଳ ବ୍ୟକ୍ତି ବିଶେଷଙ୍କ ପରିବର୍ତ୍ତନ ନୁହେଁ ବରଂ ସାରା ରାଜ୍ୟର ପରିବର୍ତ୍ତନ । ଏଠାରେ ରାଜନୈତିକ ହିଂସା ଶେଷ କରିବାକୁ ବି ପରିବର୍ତ୍ତନ ହେବ । ଏହାସହ ସେ ଜନତାଙ୍କୁ କହିଥିଲେ କି ଆପଣମାନେ ଆମକୁ ଭୋଟ ଦିଅନ୍ତୁ ଆମେ ପଶ୍ଚିମବଙ୍ଗକୁ ବିକାଶ ଦିଗରେ ଅଗ୍ରସର କରାଇବୁ । ଆମେ ବୋଷ ଓ ଟାଗୋର ସ୍ୱପ୍ନ ରାଜ୍ୟ ବନାଇବୁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri