Posted inଜାତୀୟ

ପ୍ରଚାର ଅଧାରୁ ଦିଲ୍ଲୀ ଫେରିଲେ ଅମିତ ଶାହା

ନୂଆଦିଲ୍ଲୀ,୪।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସାମରେ ନିର୍ବାଚନ ପ୍ରଚାର ଅଧାରୁ ରବିବାର ଦିଲ୍ଲୀ ଫେରିଛନ୍ତି। ଶାହାଙ୍କ ଆସାମରେ ୩ଟି ରାଲି ରହିଥିଲା। ଗୋଟିଏ ରାଲିକୁ ସେ ସମ୍ବୋଧନ କରି ଦିଲ୍ଲୀ ଫେରିଆସିଛନ୍ତି। ଏନେଇ ଆସାମ ନିର୍ବାଚନ ଦାୟିତ୍ୱରେ ଥିବା ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ସୂଚନା ଦେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବରିଷ୍ଠ ଅଧିକାରୀଙ୍କ ସହ ଛତିଶଗଡ଼ ବିଜାପୁରରେ ଘଟିଥିବା ମାଓବାଦୀ ଆକ୍ରମଣର ସ୍ଥିତି ଅନୁଧ୍ୟାନ କରିବାକୁ ଦିଲ୍ଲୀ ଫେରିଥିବା କେନ୍ଦ୍ର ମନ୍ତ୍ରୀ ସିଂ କହିଛନ୍ତି।
ସୂଚନା ଯୋଗ୍ୟ, ଶନିବାର ଛତିଶଗଡ଼ ବିଜାପୁରରେ ମାଓବାଦୀ-ଯବାନ ମୁହାଁମୁହିଁ ହୋଇଥିଲା। ଏଥିରେ ୨୨ ଜଣ ଯବାନ ଶହୀଦ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା କିଛି ଯବାନ ନିଖୋଜ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ତବସୁମ୍‌

ବମ୍ବେ: ଆଉ ନାହାନ୍ତି ବିଗତ ଦିନର ଲୋକପ୍ରିୟ ଅଭିନେତ୍ରୀ ତବସୁମ୍‌। ୭୮ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଶୁକ୍ରବାର ରାତିରେ ତାଙ୍କର ହୃଦଘାତ ହୋଇଥିଲା।...

ଟମାଟୋ ଫ୍ଲୁକୁ ନେଇ ସ୍ବାସ୍ଥ୍ୟବିଭାଗ ଜାରି କଲା ଆଡଭାଇଜରୀ

ଲକ୍ଷ୍ନୌ,୨୭।୮: କରୋନା, ମଙ୍କିପକ୍ସ ପରେ ବର୍ତ୍ତମାନ ଟମାଟୋ ଫ୍ଲୁର ପ୍ରକୋପ ଦେଖିବାକୁ ମିଳିଛି। ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଟମାଟୋ ଫ୍ଲୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

କାବେରୀ ନଦୀ ପ୍ରସଙ୍ଗ: ତାମିଲନାଡୁ ସରକାରଙ୍କୁ ସୁପ୍ରିମକୋର୍ଟରୁ ଝଟକା

ନୂଆଦିଲ୍ଲୀ,୨୫।୮: ତାମିଲନାଡୁ ସରକାରଙ୍କ କାବେରୀ ଜଳ ଛାଡିବା ଆବେଦନ ଉପରେ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରି ଦେଇଛନ୍ତି। ତାମିଲନାଡୁ ଫସଲ ପାଇଁ କର୍ନାଟକ...

୨୩୦ ଟ୍ରେନ୍‌ ପାଇଁ ୨୪ଘଣ୍ଟାରେ ବୁକିଂ ହେଲା ୧୩ଲକ୍ଷ ଟିକେଟ

ନୂଆଦିଲ୍ଲୀ,୨୨।୫: ଭାରତୀୟ ରେଲଓ୍ବେ ଜୁନ ୧ରୁ ୨୩୦ ଯାତ୍ରୀବାହି ଟ୍ରେନ୍‌ ଚଳାଚଳ କରିବାକୁ ଘୋଷଣା କରିଛି। ଏଥିପାଇଁ ଗୁରୁବାରରୁ ବିଭିନ୍ନ ରେଲଓ୍ବେ ଷ୍ଟେସନ୍‌ରେ ଟିକେଟ କାଉଣ୍ଟର...

ଶିବସେନା ବିଧାୟକଙ୍କ ଗମ୍ଭୀର ଅଭିଯୋଗ: ମୁଁ ଉଦ୍ଧବ ସରକାରଙ୍କ ସହ ଅଛି,ମୋତେ କରାଯାଇଥିଲା ଅପହରଣ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କ କ୍ୟାମ୍ପରେ ଥିବା ଆକୋଲାର ବିଧାୟକ ନିତିନ ଦେଶମୁଖ ବୁଧବାର ସୁରତରୁ ନାଗପୁର...

ମୋଦିଙ୍କର ହେଉ ଲାଏ ଡିଟେକ୍ଟର ଟେଷ୍ଟ୍‌, ଏଏପିର ଦାବି…

ନୂଆଦିଲ୍ଲୀ,୧୮।୧୦ : ଏକ୍ସାଇଜ ସ୍କାମ ମାମଲାରେ ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ୯ ଘଣ୍ଟାରୁ ଅଧିକ ସମୟ ପ୍ରଶ୍ନ କରିଛି। ସିବିଆଇର ପଚରାଉଚରା ପରେ...

ଆସାମ ଗସ୍ତରେ ମୋଦି: ଭୂମିହୀନଙ୍କୁ ବାଣ୍ଟିଲେ ଜମି ପଟ୍ଟା

ନୂଆଦିଲ୍ଲୀ,୨୩ ।୧: ମିଶନ ବଙ୍ଗାଲ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଥମେ ଆସାମ ଗସ୍ତ କରିଛନ୍ତି । ସେଠାରେ ସେ ପାଖାପାଖି ୧ଲକ୍ଷ ୬...

କରୋନା ଚିକିତ୍ସା ଉପକରଣ ଆଣିବା ଲାଗି ଚାଇନା ଗଲା ଏୟାର ଇଣ୍ଡିଆ ବି-୭୮୭ ବିମାନ

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ବିରୋଧର ଲଢ଼େଇ ଜାରି ରହିଛି। ଦେଶରେ ଆବଶ୍ୟକ ଚିକିତ୍ସା ଉପକରଣର ଅଭାବ ପୂରଣ କରିବା ଲାଗି ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ...

Advertisement
Archives

Model This Week