Posted inଜାତୀୟ

ଶହୀଦ ଯବାନଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ଦେଲେ ଶାହା

ଜମ୍ମୁ,୨୩ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚିଛନ୍ତି । ଶ୍ରୀନଗରରେ ପହଞ୍ଚିବା ପରେ ଶାହା ସିଧା ଶହୀଦ ଇନସ୍‌ପେକ୍ଟର ପରବେଜ ଅହମ୍ମଦଙ୍କ ଘରେ ପହଞ୍ଚିଥିଲେ । ଏହି ସମୟରେ ଶାହା ଶହୀଦ ଇନସପେକ୍ଟର ପରବେଜ ଅହମ୍ମଦଙ୍କ ପତ୍ନୀ ଫାତିମାଙ୍କୁ ଜମ୍ମୁ-କଶ୍ମୀର ପ୍ରଶାସନରେ ସରାକରୀ ଚାକିରି ପ୍ରଦାନ କରିଛନ୍ତି । ସେ ନିଜେ ନିଯୁକ୍ତି ପତ୍ର ଫାତିମାଙ୍କୁ ଦେଇଛନ୍ତି । କଥା ହେଉଛି ସ୍ୱରାଷ୍ଟ୍ରମନ୍ତ୍ରୀ କଶ୍ମୀରର ଲୋକଙ୍କ ମଧ୍ୟରେ ଏକ ବିଶ୍ୱାସ ସୃଷ୍ଟି କରିବାକୁ ଚାହୁଁଛନ୍ତି । ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ ଏହା ହେଉଛି ଶାହଙ୍କ ପ୍ରଥମ ଗସ୍ତ । ଏହି ସମୟରେ ସେ ଘାଟିରେ ସୁରକ୍ଷା ସ୍ଥିତିର ସମୀକ୍ଷା କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri