Odisha Elections 2024
Posted inଜାତୀୟ

ରାଜ୍ୟ ସଭାରେ ଦିଲ୍ଲୀ ସେବା ବିଲ ଆଗତ

ନୂଆଦିଲ୍ଲୀ,୭।୮: ସଂସଦର ମୌସୁମୀ ଅଧିବେଶନରେ ସରକାରଙ୍କୁ ଘେରିରହିଛନ୍ତି ବିରୋଧୀ। ଆଜି ବି ମଣିପୁର, ନୁହ ଏବଂ ଦିଲ୍ଲୀ ସେବା ବିଲକୁ ନେଇ ଚର୍ଚ୍ଚା ଜୋର ଧରିଛି। ନିକଟରେ ଲୋକ ସଭାରେ ଦିଲ୍ଲୀ ସେବା ବିଲ ପାରିତ ହୋଇସାରିଥିବା ବେଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଜି ରାଜ୍ୟ ସଭାରେ ଦିଲ୍ଲୀ ସେବା ବିଲ ଆଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

ନୂଆ ଆପରାଧିକ ଆଇନ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ତିନୋଟି ନୂତନ ଆପରାଧିକ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସୋମବାର ସୁପ୍ରିମକୋର୍ଟ ଏହି ପିଟିସନର ଶୁଣାଣି କରିବେ। ନୂତନ ଆପରାଧିକ...

ଫାରୁକ ଅବଦୁଲ୍ଲାଙ୍କ ରାଲିରେ ଛୁରାମାଡ, ୨ କର୍ମୀ ଆହତ

ଜମ୍ମୁ,୧୯।୫: ରବିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର ମେହେନ୍ଦରରେ ଏକ ନିର୍ବାଚନ ରାଲିରେ ଅଜ୍ଞାତ ବ୍ୟକ୍ତିଙ୍କ ଛୁରାମାଡରେ ତିନିଜଣ ନ୍ୟାଶନାଲ କନଫରେନ୍ସ (ଏନସି) କର୍ମୀ ଆହତ...

ଦେବଦୂତ ସାଜିଲେ ମହିଳା ଡାକ୍ତର, ସିପିଆର ଦେଇ ବଞ୍ଚାଇଲେ ୬ ବର୍ଷ ଶିଶୁର ଜୀବନ

ଅମରାବତି,୧୯।୫: ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଜଣେ ୬ବର୍ଷର ଶିଶୁ ଏକ ବୈଦ୍ୟୁତିକ ଆଘାତ ପାଇ ଚେତାଶୂନ୍ୟ ହୋଇଗଲା। ଏହା ପରେ ଶିଶୁଟିର ବାପା ତାଙ୍କୁ ଡାକ୍ତରଖାନା...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri