୨୦୨୮ରୁ ଡାଲି ଆମଦାନୀ କରିବ ନାହିଁ ଭାରତ, ଓ୍ବେବ ପୋର୍ଟାଲ ଜରିଆରେ କୃଷକଙ୍କଠାରୁ ସିଧାସଳଖ କ୍ରୟ କରାଯିବ

ନୂଆଦିଲ୍ଲୀ,୪।୧: ଡିସେମ୍ବର ୨୦୨ ସୁଦ୍ଧା ଡାଲି ଉତ୍ପାଦନରେ ଭାରତକୁ ଆତ୍ମନିର୍ଭରଶୀଳ କରିବା ଦିଗରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଏକ ବଡ଼ ଯୋଜନା ଆରମ୍ଭ କରିଛନ୍ତି ଯାହା ଦ୍ୱାରା ଦେଶର କୃଷକମାନେ ଅଧିକ ହରଡ଼ ଡାଲି ଚାଷ କରିପାରିବେ। ସରକାରୀ ଏଜେନ୍ସିଗୁଡିକ ଏନ୍‌ଏଏଫ୍‌ଇଡି ଏବଂ ଏନ୍‌ସିସିଏପ୍‌ ଏକ ୱେବ ପୋର୍ଟାଲ ଲଞ୍ଚ୍‌ କରିଛନ୍ତି। ଯେଉଁଥିରେ ହରଡ଼ ଡାଲି ଉତ୍ପାଦନ କରୁଥିବା କୃଷକମାନେ ସର୍ବନିମ୍ନ ସହାୟତା ମୂଲ୍ୟରେ ଅନ୍‌ଲାଇନ୍‌ରେ ପଞ୍ଜୀକୃତ କରି ବିକ୍ରି କରିପାରିବେ। ଚାଷୀଙ୍କୁ ସେମାନଙ୍କ ଉତ୍ପାଦ ପାଇଁ ଟଙ୍କା ସିଧାସଳଖ ଡିବିଟି ମାଧ୍ୟମରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ପ୍ରଦାନ କରାଯିବ ।

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ୱେବ ପୋର୍ଟାଲ ଲଞ୍ଚ୍‌ କରିଛନ୍ତି। ଶାହା କହିଛନ୍ତି, ଚଣା ଡାଲି ଏବଂ ମୁଗ ଡାଲି ବ୍ୟତୀତ ଉତ୍ପାଦନରେ ଭାରତ ଆତ୍ମନିର୍ଭରଶୀଳ ନୁହେଁ। ଅବଶିଷ୍ଟ ଡାଲି ପାଇଁ ଭାରତ ଆମଦାନୀ ଉପରେ ନିର୍ଭରଶୀଳ। ସେ କହିଛନ୍ତି, ଡାଲି ଆମଦାନୀ କରିବା ଭାରତ ପାଇଁ ଆଦୌ ସମ୍ମାନଜନକ ନୁହେଁ। ଶାହା କହିଛନ୍ତି, ଡିସେମ୍ବର ୨୦୨୭ପୂର୍ବରୁ ଭାରତ ଡାଲି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବ ଏବଂ ଜାନୁଆରୀ ୨୦୨୮ରୁ ଭାରତ ଗୋଟିଏ କିଲୋଗ୍ରାମ ଡାଲି ମଧ୍ୟ ଆମଦାନୀ କରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri