Odisha Elections 2024

୨ ଦିନିଆ ଓଡ଼ିଶା ଗସ୍ତରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର,୫।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ରାତିରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସ୍ବଗତ କରିଥିଲେ। ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ ଏକ ତାରକା ହୋଟେଲରେ ରାତ୍ରିଯାପନ କରିଥିଲେ।

ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଶାହ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ମଞ୍ଚରେ ଏକାଠି ହେବେ ଶାହ-ନବୀନ। ଏହାସହ ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାପରେ ଦଳୀୟ କାର୍ଯ୍ୟାଳୟରେ ନୂଆ ପଦାଧିକାରୀ, କୋର ଟିମ୍‌ ସଦସ୍ୟମାନଙ୍କ ସହ ଆଲୋଚନା କରିବାରା କାର୍ଯ୍ୟକ୍ରମ ରହିଛି।

ଅନ୍ୟପକ୍ଷେ ମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରୁଟ୍‌ ଲାଇନ୍‌, କାର୍‌କେଡ୍‌, ଟ୍ରାଫିକ ଓ ପାର୍କିଂ ପାଇଁ ଆବଶ୍ୟକ ବ୍ୟବସ୍ଥା ହୋଇଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂ କହିଛନ୍ତି। ଏହାସହ ସୁରକ୍ଷାକୁ ଦୃଷ୍ଟିରେ ରଖି ୩୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ୭ଜଣ ଅତିରିକ୍ତ ଡିସିପି,୧୧ଜଣ ଏସ୍‌ପି,୧୪ଜଣ ଇନ୍ସପେକ୍ଟର, ୭୬ ଅଫିସର୍‌, ୧୧୭ ଏପିଆର୍‌, ୧୨୦ ହୋମ୍‌ଗାର୍ଡ ଓ କନ୍‌ଷ୍ଟେବଳ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି।...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍‌ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)।...

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା...

ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି

ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍‌ ସୋ...

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri