Posted inଜାତୀୟ

ଅସନ୍ତୁଷ୍ଟଙ୍କୁ ମନାଇବେ ଅମିତ

ବେଙ୍ଗାଲୁରୁ,୧୬ ।୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ କର୍ନାଟକ ଗସ୍ତରେ ଶନିବାର ବେଙ୍ଗାଲୁରୁଠାରେ ପହଞ୍ଚିଛନ୍ତି । ବେଙ୍ଗାଲୁରୁ ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ତାଙ୍କୁ ସ୍ୱାଗତ କରିଛନ୍ତି । ଏହି ଦୁଇଦିନିଆ ଗସ୍ତ କାର୍ଯ୍ୟକ୍ରମରେ ଶାହା ବେଲଗାବିରେ ଏକ ରାଲିକୁ ସମ୍ବୋଧିତ କରିବେ । ଏହାସହ କେତେକ ପରିଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ବି ରହିଛି । ଏହି ସମୟରେ ଶାହା କର୍ନାଟକର ସିମୋଗ ଜିଲାରେ ରାପିଡ ଆକ୍ସନ ଫୋର୍ସର ନୂଆ ବାଟେଲିୟନ ପରିସରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ବି ଉପସ୍ଥିତ ରହିଥିଲେ । ୯୭ ବାଟେଲିୟନର ମୁଖ୍ୟାଳୟ ପାଇଁ କର୍ନାଟକ ସରକାର ୫୦.୨୯ ଏକ ଜମି ଯୋଗାଇ ଦେଇଛନ୍ତି । ସବୁଠାରୁ ଗୁରୁତ୍ୱପୂଣ୍ଣ କଥା ହେଲା କର୍ନାଟକ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣକୁ ନେଇ ଅସନ୍ତୁଷ୍ଟ ଥିବା ବିଧାୟକମାନଙ୍କୁ ଶାହା ମନାଇବାକୁ ଚେଷ୍ଟା କରିବେ । କାରଣ ଏହି ବିଧାୟକମାନେ ଦୋଷାରୋପ କରିଛନ୍ତି କି ଯେଉଁମାନେ ଟଙ୍କା ଦେଉଛନ୍ତି ବା ବ୍ଲାକମେଲ କରୁଛନ୍ତି ସେମାନଙ୍କୁ କ୍ୟାବିନେଟରେ ସ୍ଥାନ ମିଳିଯାଉଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ଶାହା କର୍ନାଟକ ଭାରତୀୟ ଜନତା ପାର୍ଟି(ଭାଜପା)ର କୋର କମିଟି ସହ ବୈଠକ କରିବେ । ଯେଉଁଥିରେ ଉଠିଥିବା ସମସ୍ୟାର ସମାଧାନ କରାଯିବାକୁ ବୋଲି ଚେଷ୍ଟା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ଗୋବିନ୍ଦା

ଲକ୍ଷ୍ନୌ,୨୯।୧୨: ବଲିଉଡ୍‌ ଅଭିନେତା ଗୋବିନ୍ଦା ରବିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ଏହି ସମୟରେ ସେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସାକ୍ଷାତ୍‌ କରିଛନ୍ତି।...

କୋଲକାତାରେ ମୋଦିଙ୍କ ଗସ୍ତକୁ ବିରୋଧ

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଗସ୍ତରେ ଶନିବାର ପଶ୍ଚିମବଙ୍ଗ ଯିବେ। ଏହାପୂର୍ବରୁ ଛାତ୍ର ସଂଗଠନ ଷ୍ଟୁଡେଣ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ତାଙ୍କ ଗସ୍ତକୁ...

ଭାରତୀୟ ମୁସଲମାନ ହୋଇଥିବାରୁ ମୁଁ ଗର୍ବିତ – ଆଜାଦ

ନୂଆଦିଲ୍ଲୀ, ୧୦ା୨- ଆସନ୍ତା ୧୫ ତାରିଖରେ ରାଜ୍ୟ ସଭାରୁ ବିଦାୟ ନେବାକୁ ଯାଉଛନ୍ତି କଂଗ୍ରେସ ନେତା ଗୁଲାମ ନବି ଆଜାଦ। ପାକିସ୍ତାନ ନ ଯାଇ ଭାରତରେ...

ପ୍ରଥମ ଦିନ କ୍ରାସ ହୋଇଗଲା କୋଓ୍ବିନ ଓ୍ବେବସାଇଟ୍‌

ନୂଆଦିଲ୍ଲୀ,୨୮।୪ : ଆସନ୍ତା ୧ ତାରିଖରୁ ଆରମ୍ଭ ହେବାକୁ ଥିବା ୩ୟ ପର୍ଯ୍ୟାୟ ଟିକାକରଣ ପାଇଁ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ରେଜିଷ୍ଟ୍ରେଶନ ପ୍ରକ୍ରିୟା। କିନ୍ତୁ ପ୍ରଥମ...

ଘରକୁ ଗ୍ୟାସ୍‌ ଚାମ୍ବରରେ ପରିଣତ କରି ମା’,୨ ଝିଅଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀର ବସନ୍ତ ବିହାର ଅଞ୍ଚଳରେ ଜଣେ ୫୫ ବର୍ଷୀୟ ମହିଳା ଓ ତାଙ୍କର ୩୦ ଓ ୨୬ ବର୍ଷର ଦୁଇ ଝିଅ ସେମାନଙ୍କ ଘରେ...

ପୂର୍ବତନ ମନ୍ତ୍ରୀ ମହିପାଲ ମଦେରଣାଙ୍କ ପରଲୋକ, ଭଂବରୀ ଦେବୀ ହତ୍ୟାକାଣ୍ଡର ଥିଲେ ମୁଖ୍ୟ ଅଭିଯୁକ୍ତ

ଜୟପୁର,୧୭ ।୧୦: ରାଜସ୍ଥାନର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ମହିପାଳ ମଦେରଣାଙ୍କର ରବିବାର ପରଲୋକ ହୋଇଛି । ସେ ବେଶ୍ କିଛିଦିନ ହେବ କ୍ୟାନସରରେ...

କରୋନା କଟକଣା ହଟାଇବାକୁ ରାଜ୍ୟଗୁଡିକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ,୧୬।୨: କରୋନାକୁ ନେଇ ଲାଗୁ ହୋଇଥିବା କଟକଣାକୁ ପୁନଃ ସମୀକ୍ଷା କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟଗୁଡିକୁ ଚିଠି ଲେଖାଯାଇଛି। ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ...

କଶ୍ମୀରରେ ସରକାରୀ ଅଫିସ ଖୋଲିଲା

ନୂଆଦିଲ୍ଲୀ,୧୭ା୮(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସମ୍ଭାବ୍ୟ ଆଇନଶୃଙ୍ଖଳା ସମସ୍ୟାକୁ ଆଖିଆଗରେ ରଖି ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣା ପର୍ଯ୍ୟାୟକ୍ରମେ ହଟାଇଦେବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।...

Advertisement
Archives

Model This Week