Posted inଜାତୀୟ

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ କରି କେନ୍ଦ୍ର ଗସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ବୟାନ ଦେଇଛନ୍ତି। ଅମିତ ଶାହା କହିଛନ୍ତି, ବିରୋଧୀ ଦଳଗୁଡିକ ମଧ୍ୟ ନିର୍ବାଚନ ବଣ୍ଡ ଜରିଆରେ ଟଙ୍କା ପାଇଛନ୍ତି। କ’ଣ ସେମାନେ ମଧ୍ୟ ଏହାକୁ ବଟି ଆଦାୟ ସହ ତୁଳନା କରିବେ କି ?

ଲୋକ ସଭା ନିର୍ବାଚନ ପୂର୍ବରୁ ବିରୋଧୀ ନିର୍ବାଚନୀ ବଣ୍ଡକୁ ପ୍ରମୁଖ ପ୍ରସଙ୍ଗ କରିଛନ୍ତି। ଶାହା କହିଛନ୍ତି, ସେମାନଙ୍କ ସହ ଥିବା ଦଳଗୁ ମଧ୍ୟ ବଣ୍ଡ ଜରିଆରେ ଚାନ୍ଦା ପାଇଛନ୍ତି। ଏହା ମଧ୍ୟ କ’ଣ ବଟି? ରାହୁଲ ଗାନ୍ଧୀ ଲୋକଙ୍କୁ କୁହନ୍ତୁ ଯେ ହଁ ଆମେ ମଧ୍ୟ ବଳପୂର୍ବକ ବଟି ଆଦାୟ କରିଛୁ। ଏମ୍‌ପିଙ୍କ ଅନୁପାତରେ ସେମାନେ ଗ୍ରହଣ କରିଥିବା ଚାନ୍ଦା ଆମଠାରୁ ଅଧିକ। ସେମାନଙ୍କ ପାଖରେ କୌଣସି ପ୍ରସଙ୍ଗ ନାହିଁ। ତେଣୁ ଆମ ଉପରେ ଦୁର୍ନୀତିର ଅଭିଯୋଗ ଆଣୁଛନ୍ତି। ସେମାନେ କେବେ ସଫଳ ହେବେ ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri