Posted inଜାତୀୟ

ଲୋକତନ୍ତ୍ର ନୁହେଁ, ଗାନ୍ଧୀ ପରିବାର ବିପଦରେ; ବିରୋଧୀ ଯେତେ କାଦୁଅ ଫିଙ୍ଗିଲେ ପଦ୍ମ ସେତେ ଫୁଟିଲା

ଲକ୍ଷ୍ନୌ,୭।୪: ଗଙ୍ଗା ଓ ଯମୁନାର ଦୋଆବାରେ ଥିବା କଡା ଧାମରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୌଶଂବି ସହ ପୂର୍ବାଞ୍ଚଳ ଓ ବୁନ୍ଦେଲଖଣ୍ଡ ପରିଦର୍ଶନ କରିଛନ୍ତି। ୨୦୧୪ରୁ ୨୦୨୧ ପର୍ଯ୍ୟନ୍ତ ପ୍ରତ୍ୟେକ ନିର୍ବାଚନରେ ସେ ଜନତାଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ସହ ନିଆଯାଇଥିବା ପଦକ୍ଷେପକୁ ମନେ ପକାଇ ଦେଇଛନ୍ତି। ଜନତାଙ୍କୁ ସେ ଭାବପ୍ରବଣତାରେ ବାନ୍ଧି ରଖିଛନ୍ତି ଏବଂ ୨୦୨୪ରେ ନରେନ୍ଦ୍ର ମୋଦିଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ କରିବାର ପ୍ରତିଶ୍ରୁତି ମାଗିଛନ୍ତି।
ବିରୋଧୀଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ବଜେଟରେ ପାର୍ଲାମେଣ୍ଟକୁ ଅଚଳ କରିବା ଦେଶର ହିତ ପାଇଁ ନୁହେଁ। ବ୍ରିଟେନରେ ରାହୁଲ ଗାନ୍ଧୀଙ୍କୁ ‘ଲୋକତନ୍ତ୍ରକୁ ବିପଦ’ ବୟାନରେ ଜନତାଙ୍କୁ ଅବଗତ କରାଇଛନ୍ତି ଓ କହିଛନ୍ତି, ରାହୁଲ ବାବା ଭାରତରେ ଲୋକ ତନ୍ତ୍ର ନୁହେଁ ଆପଣଙ୍କ ପରିବାର ବିପଦରେ। ଯେଉଁମାନେ ଏତେ ଘୋଟାଲା କରିଛନ୍ତି।

ସେମିତି ବିରୋଧୀଙ୍କୁ ଆଇନା ଦେଖାଇ ଶାହା କହିଛନ୍ତି, ଆପଣ ଭାଜପା ଓ ମୋଦିଙ୍କୁ ଯେତେ ଗାଳି ଦେଇଛନ୍ତି, ପଦ୍ମ ସେତେ ଫୁଟିଲା। ଶାହା ମନେପକାଇ ଦେଇଛନ୍ତି କି ୨୦୧୪ରୁ ନେଇ ଏବେ ଆପଣ ଉତ୍ତର ପ୍ରଦେଶର ଜନତା ୨୦୧୭, ୨୦୧୯ ଓ ୨୦୨୧ରେ କଂଗ୍ରେସ ସହ ସମସ୍ତ ବିରୋଧୀଙ୍କୁ ଧ୍ୱଂସ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?