Posted inଜାତୀୟ

ଡେଙ୍ଗୁ, ମ୍ୟାଲେରିଆ ମମତାଙ୍କ ବନ୍ଧୁ: ଶାହା

ନୂଆଦିଲ୍ଲୀ,୨୫।୩: ୫ଟି ରାଜ୍ୟସଭା ନିର୍ବାଚନ ପାଇଁ ବର୍ତ୍ତମାନ ଜୋର୍‌ଦାର ପ୍ରଚାର ଚାଲିଛି। ପଶ୍ଚିମବଙ୍ଗ ଏବଂ ଆସାମରେ ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ ହେବ। ଏଭଳି ପରିସ୍ଥିତିରେ ସମସ୍ତ ରାଜନୈତିକ ଦଳର ନେତାମାନେ ପରସ୍ପରକୁ ବାକ୍ୟବାଣ ମାରୁଛନ୍ତି।

ପଶ୍ଚିମବଙ୍ଗରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ଗୃହମନ୍ତ୍ରୀ ଅମିତ ଶାହା ଯୋଗଦେଇ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଦିଦି ଥିବା ଯାଏ ଆପଣମାନେ ଡେଙ୍ଗୁ, ମ୍ୟାଲେରିଆରୁ ମୁକ୍ତି ପାଇବେ ନାହିଁ। ସେ ଡେଙ୍ଗୁ, ମ୍ୟାଲେରିଆ ସହିତ ବନ୍ଧୁତା କରନ୍ତି। ଆମକୁ ଭୋଟ୍‌ ଦିଅ, ଆମେ ୨ ବର୍ଷରେ ରୋଗ ଦୂର କରିବୁ। ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବା ବେଳେ ଦିଦି ତାଙ୍କ ଭଣଜାଙ୍କ ପାଇଁ କାମ କରୁଛନ୍ତି। ଆପଣ କାହାକୁ ଚାହାନ୍ତି ବୋଲି ଭୋଟରମାନଙ୍କୁ ଶାହା ପଚାରିଛନ୍ତି।

ଶାହା କହିଛନ୍ତି, ମୁଁ ତୁମ ଅଞ୍ଚଳର ଅସୁବିଧା ଜାଣିଛି। ଦିଦି ଯେଉଁଠାରେ ବୁଲନ୍ତି ସେଠି ଆଦିବାସୀଙ୍କୁ ଭୟଭୀତ କରି କୁହନ୍ତି ଖେଳ ହେବ, ଖେଳ ହେବ। ଆହୁରି ମଧ୍ୟ ଅମିତ ଦିଦିଙ୍କୁ ଟାର୍ଗେଟ କରି କହିଛନ୍ତି, ତୁମକୁ ଜଣା ନାହିଁ ବଙ୍ଗଳାର ଛୋଟ ପିଲା ବି ଫୁଟବଲ ଖେଳନ୍ତି। ତୁମର ଖେଳକୁ କେହି ଭୟ କରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri