ଆସନ୍ତା ୨୬ରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୬।୩(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଓଡ଼ିଶା ଆସିବେ।
ଏହି ଗସ୍ତ ସମୟରେ ଶାହା ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି। ପୃଥ୍ବୀରାଜ କହିଛନ୍ତି, ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରମୁଖ କାର୍ଯ୍ୟକର୍ତ୍ତାମାନଙ୍କୁ ଭେଟିବା ସହ ସେଠାକାର ଐତିହାସିକ ସ୍ଥାନ ପରିଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ନୂଆ ଉପଲବ୍ଧି: ଛୁଟୁଛି ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିକଟରେ ହୋଇଥିବା ସର୍ଭେରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ବିବେଚିତ ହୋଇଥିଲେ ନବୀନ ପଟ୍ଟନାୟକ। ଏବେ ସେ ନିଜର ଅଫିସିଆଲ ଟୁଇଟର ପୃଷ୍ଠାରେ...

ଗଛରେ ପିଟିହେଲା ଆମ୍ବୁଲାନ୍ସ: ରୋଗୀଙ୍କ ସମେତ ଆମ୍ବୁଲାନ୍ସ କର୍ମଚାରୀ ମୃତ

ଭବାନୀପାଟଣା,୧୭।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜୟପାଟଣା ଡାକ୍ତରଖାନାରୁ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା...

ଆରମ୍ଭରୁ ୟୁରିଆ କଳାବଜାର

ବରଗଡ଼ ଅଫିସ୍‌,୨୯।୧: ବରଗଡ଼ ଜିଲାରେ ରବିଚାଷ କାର୍ଯ୍ୟ ଆରମ୍ଭ ହୋଇଛି। ଚାଷୀମାନେ ଧାନ ବୁଣାବୁଣି କରିସାରିଥିବା ବେଳେ ଅନେକ ସ୍ଥାନରେ ଧାନପହ୍ଲା ରୁଆ ଚାଲିଛି। ତେବେ...

ଆଜି ରାଜ୍ୟରୁ ୧୨୮ ଆକାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୨୨ ଶିଶୁ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୨୦-୯(ବ୍ୟୁରୋ):୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ...

ବଢ଼ୁଛି ଆତ୍ମହତ୍ୟା ପ୍ରବଣତା, ଚାଲିଗଲା ଆଉ ୨ ଜୀବନ

ଭୁବନେଶ୍ୱର,୩।୮ (ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିବିଆଇ କାର୍ଯ୍ୟାଳୟ ନିକଟ ନୀଳପାଣିଟାଙ୍କି ବସ୍ତିର ଗଙ୍ଗାଧର ସ୍ବାଇଁ...

ଶ୍ରୀଲୋକନାଥ ମନ୍ଦିର: ବେଢ଼ାରେ ଜମିଛି ପାଣି, ଭକ୍ତଙ୍କ ଦର୍ଶନରେ ବାଧା

ପୁରୀ ଅଫିସ, ୯ା୮: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ପାଣି ଜମିଛିି। ପ୍ରାୟ ଫୁଟେ ଉଚ୍ଚର ପାଣି ଭିତର ବେଢ଼ାରେ ଜମି ଥିବାରୁ ଭକ୍ତଙ୍କ ଦର୍ଶନରେ...

ବନ୍ଧୁକ ବେପାରରେ ଝାଡ଼ଖଣ୍ଡ ଛାତ୍ର, କୋଟିପତିଙ୍କ ପୁଅ

ଭୁବନେଶ୍ୱର, ୧୧ା୨(ବ୍ୟୁରେ): କମିଶନରେଟ ପୋଲିସ ଇଲାକାରେ ଖୁଲମ୍‌ଖୁଲା ଚାଲିଛି ଚୋରା ବନ୍ଧୁକ କାରବାର। ଚେର ଲମ୍ବିଛି ବିହାରରୁ ଭୁବନେଶ୍ୱର। ଛାତ୍ର ଓ କୋଟିପତି ଘରର ପିଲା...

Advertisement
Archives

Model This Week