Posted inଜାତୀୟ

‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହେବାକୁ ଦେଶବାସୀଙ୍କୁ ନିବେଦନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ,୩।୮: କେନ୍ଦ୍ର ସ୍ବରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଅଧୀନରେ ଅଗଷ୍ଟ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରି https://harghartiranga.com ୱେବସାଇଟରେ ନିଜର ସେଲ୍ଫି ଅପଲୋଡ୍ କରିବାକୁ ଦେଶବାସୀଙ୍କୁ ନିବେଦନ କରିଛନ୍ତି।

ଅମିତ ଶାହ ଆଜି ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ କହିଛନ୍ତି, “ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ #HarGharTiranga ଅଭିଯାନ ଗତ ଦୁଇ ବର୍ଷ ମଧ୍ୟରେ ଏକ ଜାତୀୟ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ଦେଶର କୋଣ ଅନୁକୋଣରେ ପ୍ରତ୍ୟେକ ଭାରତୀୟଙ୍କ ଏକତାକୁ ଜାଗ୍ରତ କରିଛି । ମୁଁ ସମସ୍ତ ନାଗରିକଙ୍କୁ ନିବେଦନ କରୁଛି ଯେ ଏହି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରନ୍ତୁ ଏବଂ ପୁଣି ସେହି ଉତ୍ସାହର ସହ ଏଥିରେ ଅଂଶଗ୍ରହଣ କରନ୍ତୁ । ଆମର ଗର୍ବ, ଆମ ତ୍ରିରଙ୍ଗା, ତୁମ ଘରେ ତ୍ରିରଙ୍ଗା ସହିତ ଏକ ସେଲ୍ଫି ନିଅ, ଏବଂ ଏହାକୁ ହର ଘର ତ୍ରିରଙ୍ଗା ୱେବସାଇଟ https://harghartiranga.com ରେ ଅପଲୋଡ୍ କର ।”


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର…

ପ୍ରତୀକ ଯାଦବଙ୍କ ମୃତ୍ୟୁକୁ ନେଇ ବଡ଼ ଖୁଲାସା, ପୋଷ୍ଟମର୍ଟମ ରିପୋର୍ଟ….

ଲକ୍ଷ୍ନୌ,୧୩।୫: ଭାଜପାର ନେତ୍ରୀ ଏବଂ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ପ୍ରତୀକ ଯାଦବଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ…

ତେଲ ସଂକଟ: ୨୯ ରୁଟ୍‌ ପାଇଁ ବିମାନ ଉଡ଼ାଣରେ ଲାଗିଲା କଟକଣା

ନୂଆଦିଲ୍ଲୀ,୧୩ା୫: ତେଲ ସଂକଟ ନେଇ ଉଡ଼ାଣ କମ୍‌ ପାଇଁ ସୂଚନା ଜାରି କରିଛି ଏୟାର ଇଣ୍ଡିଆ। ୨୯ଟି ଅନ୍ତର୍ଜାତୀୟ ରୁଟ୍‌ରେ ଉଡ଼ାଣ କମ୍‌ ଓ ବାତିଲ ନେଇ…

ଚାଷୀଙ୍କ ପାଇଁ ଖୁସି ଖବର, ଧାନର MSP ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୩ା୫: କେନ୍ଦ୍ର କ୍ୟାବିନେଟର ବୈଠକରେ ଚାଷୀ, ଭିତ୍ତିଭୂମି ଏବଂ ଶକ୍ତି କ୍ଷେତ୍ର ସହ ଜଡିତ ଅନେକ ପ୍ରମୁଖ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି । ୨୦୨୬-୨୭ ଖରିଫ ଋତୁ…

ବସ୍‌ରେ ଯାତ୍ରା କରିବେ ନୀତିନ ଗଡକରୀ, ମୋଦିଙ୍କ ଅପିଲ ପରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ଼୍ବାନ ପରେ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଇନ୍ଧନ ସଂରକ୍ଷଣ ପାଇଁ, ଗଡକରୀ ତାଙ୍କର ସରକାରୀ…

ଭାରତର କେଉଁ ରାଜ୍ୟରେ ବେଶୀ ଖର୍ଚ୍ଚ ହୁଏ ପେଟ୍ରୋଲ? ଲିଷ୍ଟରେ ଓଡ଼ିଶାର ନାଁ ଜାଣିଲେ ହୋଇଯିବେ ତାଜୁବ!

ନୂଆଦିଲ୍ଲୀ,୧୩।୫: ବିଶ୍ୱ ସ୍ତରରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଯୋଗାଣ ଶୃଙ୍ଖଳରେ ବାଧା ମଧ୍ୟରେ, ଭାରତରେ ଏକ ସମ୍ଭାବ୍ୟ ଇନ୍ଧନ ସଙ୍କଟ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri