Posted inଜାତୀୟ

ଅମିତ ଶାହାଙ୍କୁ ଏମ୍ସ୍‌ରୁ ମିଳିଲା ଛୁଟି

ନୂଆଦିଲ୍ଲୀ, ୩୧।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୁସ୍ଥ ହୋଇ ୧୨ ଦିନ ପରେ ଏମ୍ସ୍‌ରୁ ଘରକୁ ଫେରିଛନ୍ତି। ଶାହାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଏବଂ ତାଙ୍କୁ ଡିସଚାର୍ଜ କରାଯାଇଥିବା ସମ୍ପର୍କରେ ଏମ୍ସ୍‌ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୮ରେ ଜ୍ୱର ଏବଂ ମୁଣ୍ଡବିନ୍ଧା ସମସ୍ୟା ଥିବାରୁ ତାଙ୍କୁ ଏମ୍ସ୍‌ରେ ଭର୍ତ୍ତି କରାଯାଇଥିଲା। ପୂର୍ବରୁ ଅଗଷ୍ଟ ୨ରେ ଶାହାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ତାଙ୍କୁ ଗୁରୁଗ୍ରାମ୍‌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅଗଷ୍ଟ ୧୪ରେ ଶାହାଙ୍କ ନମୁନା ରିପୋର୍ଟ କରୋନା ନେଗେଟିଭ୍‌ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଟିଆଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ପଟିଆଲା(ପଞ୍ଜାବ),୨୯।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଓ...

ଆର୍ଥିକ ପ୍ୟାକେଜର ଚତୁର୍ଥ ପର୍ଯ୍ୟାୟ: ଅପରାହ୍ନ ୪ଟାରେ ଖବରତାଦା ସମ୍ମିଳନୀରେ ଯୋଗଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: କରୋନା ସଙ୍କଟ ସମୟରେ ଦେଶରେ ବିଗିଡି ଯାଇଥିବା ଅର୍ଥନୀତିକୁ ଶକ୍ତି ଯୋଗାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭର ଭାରତ ଅଭିଯାନର ଆହ୍ବାନ ଦେଇଥିଲେ। ଏଥିପାଇଁ...

ଚିକେନ୍‌ କିଲୋ ୨୦ ଟଙ୍କା: କରୋନା ଭୟରେ ବେପାର ମାନ୍ଦା

ନୂଆଦିଲ୍ଲୀ,୯।୩: କରୋନା ଭୂତାଣୁ ସଂକ୍ରମଣ ଭୟରେ ଏବେ ଲୋକେ ଚିକେନ୍‌ ଖାଇବାକୁ ଅମଙ୍ଗ ହେଉଛନ୍ତି। ପାଳନ କେନ୍ଦ୍ରରେ ଗୋଟିଏ କୁକୁଡ଼ା ପିଛା ୮୦ ଟଙ୍କା ଖର୍ଚ୍ଚ...

କୃଷକଙ୍କ କଷ୍ଟ ଦେଖି ତରଳିଲା ଧର୍ମେନ୍ଦ୍ରଙ୍କ ହୃଦୟ

ମୁମ୍ବାଇ,୧୧ ।୧୨: କେନ୍ଦ୍ରର ନୂଆ କୃଷି ନିୟମକୁ ନେଇ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନରେ ବସିଛନ୍ତି କୃଷକ । ସରକାରଙ୍କ ସହ କଥା...

ମଙ୍ଗଳବାର ୟେଦୁରପ୍ପାଙ୍କ କ୍ୟାବିନେଟ ସମ୍ପ୍ରସାରଣ

ବେଙ୍ଗାଲୁରୁ, ୧୮ା୮: କର୍ନାଟକରେ ଭାଜପା ସରକାରର କ୍ୟାବିନେଟ ସମ୍ପ୍ରସାରଣ ମଙ୍ଗଳବାର ଅପରାହ୍ନରେ କରାଯିବ। ସେହିଦିନ ପୂର୍ବାହ୍ନରେ ଭାଜପା ବିଧାୟକ ଦଳର ବୈଠକ ବସିବା ସହ ମନ୍ତ୍ରିମଣ୍ଡଳର...

ଭିଡିଓ ଦେଖି ଚାକିରି ଯାଚିଲେ ମହିନ୍ଦ୍ରା

ମୁମ୍ବାଇ,୨୮।୧୨: ଶିଳ୍ପପତି ଆନନ୍ଦ ମିହନ୍ଦ୍ରାଙ୍କୁ ହତବାକ୍‌ କରି ଦେଇଛନ୍ତି ଜଣେ ଶାରିରୀକ ଅକ୍ଷମ ବ୍ୟକ୍ତି। ହାତଗୋଡ଼ ନ ଥାଇ ମଧ୍ୟ ଉକ୍ତ ବ୍ୟକ୍ତି ମୋଡିଫାଏଡ୍‌ ଯାନ...

ଟିକେଟ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨।୧୦:ଦେଶରେ କରୋନା ମହାମାରୀ ସଂକ୍ରମଣ ଲାଗି ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହି ସମୟରେ ବିମାନ ଯାତ୍ରାକୁ ବାତିଲ କରାଯାଇଥିଲା। ତେବେ ଯାତ୍ରୀଙ୍କ ଟିକେଟ ବୁକିଂ...

ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ଜୁଲାଇ ୧୫ ଯାଏଁ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୬।୬: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ରେଲଓ୍ବେ ପରେ ଏବେ ଅନ୍ତର୍ଜାତୀୟ ଉଡାଣ ଉପରେ ରୋକୋ ଲଗାଯାଇଛି। ଅନ୍ତର୍ଜାତୀୟ ଉଡାଣ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ କେନ୍ଦ୍ର...

Advertisement
Archives

Model This Week