Posted inଜାତୀୟ

ହତାଶ କର୍ମୀଙ୍କୁ ଭରସା ଦେବେ ଶାହ

ନୂଆଦିଲ୍ଲୀ,୫ ।୫: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାରଠାରୁ ଦୁଇ ଦିନିଆ ପଶ୍ଚିମବଙ୍ଗ ଯାତ୍ରାରେ ଯାଉଛନ୍ତି । ଗତବର୍ଷ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନ ପରେ ଶାହଙ୍କର ଏହା ପ୍ରଥମ ଗସ୍ତ । ମିଳିଥିବା ସୂଚନା ଅନୁଯାୟୀ, ସ୍ୱରାଷ୍ଟମନ୍ତ୍ରୀ ଗୁରୁବାର ସକାଳେ ହିଂଲାଗଞ୍ଜରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌)ର ‘ଭାରମାସ ସୀମା ଚୌକ’ର ଉଦଘାଟନ କରିବେ ଓ ହରିଦାସପୁରରେ ମୈତ୍ରୀ ସଂଗ୍ରହାଳୟର ଶିଳାନ୍ୟାସ କରିବେ । ଏହାପରେ ସନ୍ଧ୍ୟାରେ ସିଲିଗୁଡିରେ ଏକ ଜନସଭାକୁ ସମ୍ବୋଧିତ କରିବେ ।
ଏହି ସମୟରେ ଶାହ ବିଧାନସଭା ନିର୍ବାଚନ, ମ୍ୟୁନିସିପାଲ ନିର୍ବାଚନ ଓ ଉପ ନିର୍ବାଚନରେ ପରାଜୟ ଓ ନେତାଙ୍କ ଦଳ ଛାଡିବା ପରେ ହତାଶ କର୍ମୀଙ୍କ ମନରେ ଉତ୍ସାହ ଓ ଭରସା ଦେବେ । ଏହି ଗସ୍ତ ସମୟରେ ଶାହ ସମସ୍ତ ଏମ୍‌ପି, ବିଧାୟକ ସମେତ ଦଳୀୟ ନେତାଙ୍କୁ ସାକ୍ଷାତ୍ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri