ମେଣ୍ଟ ଉପରେ ଅମିତ ଶାହାଙ୍କ ବଡ଼ ବୟାନ, କହିଲେ କିଛି ବି…

ନୂଆଦିଲ୍ଲୀ/ ଭୁବନେଶ୍ୱର,୨୦।୩: ବିଜେଡି-ଭାଜପା ମେଣ୍ଟ ଉପରୁ ପରଦା ଉଠିପାରୁନାହିଁ। ମେଣ୍ଟ ହେବ କି ନାହିଁ, ହେବ ଯଦି କେବେ ଘୋଷଣା ହେବ ତାହାକୁ ନେଇ ସସ୍‌ପେନ୍ସ ଜାରି ରହିଛି। ଏହି ସମୟରେ ମେଣ୍ଟ ପ୍ରସଙ୍ଗ ଉପରେ ଭାଜପା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, କିଛି ବି ହୋଇପାରେ। ଏ ସମ୍ପର୍କରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଷ୍ପତ୍ତି ନେବେ। ନିଶ୍ଚିତ ଭାବେ ଲୋକ ସଭା ଓ ବିଧାନସଭାରେ ଆମ ସଂଖ୍ୟା ବଢିବ। ଓଡ଼ିଶାରେ ଆଭ ଶକ୍ତିରେ ବଡ଼ ଅଭିବୃଦ୍ଧି ଘଟିବ। ଆମେ ଏକାଠି ଲଢିବୁ କି ଏକାକୀ ଲଢିବୁ, ଆଗ ନିଷ୍ପତ୍ତି ହେଉ। ଯଦି ଏକାଠି ଲଢିବୁ ନବୀନ ବାବୁଙ୍କ ସାଥୀ ହୋଇ ଲଢିବୁ। ଏକାକୀ ଲଢିଲେ, ସରକାର ଗଠନ ପାଇଁ ଲଢିବୁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri