ଫିଲ୍ମ ଇଣ୍ଡଷ୍ଟ୍ରିରେ ୫୨ ବର୍ଷ ପୂରଣ କଲେ ମହାନାୟକ

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ମହାନାୟକ ଭାବେ ଜଣାଶୁଣା। ତାଙ୍କ କ୍ୟାରିୟର ଡେବ୍ୟୁ ଏବଂ ଅଭିନୟରେ ସଂଘର୍ଷ ବିଷୟରେ ସମସ୍ତେ ଜାଣନ୍ତି। ଆଜି ବିଗ ବି ବଲିଉଡରେ ୫୨ ବର୍ଷ ପୂରଣ କରିଛନ୍ତି। ଏହି ଦିନ ଅମିତାଭ ବଚ୍ଚନଙ୍କ ଅଭିନୟ ଯାତ୍ରା ଆରମ୍ଭ ହୋଇଥିଲା। ଏହି ବିଶେଷ ଦିବସ ଅବସରରେ ଅମିତାଭ ବଚ୍ଚନଙ୍କୁ ତାଙ୍କ ପ୍ରଶଂସକମାନେ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ପୁରୁଣା ଫଟୋ ଶେୟାର କରିଛନ୍ତି। ସେ କହିଛନ୍ତି ଫେବୃଆରୀ ୧୫, ୧୯୬୯, ୫୨ବର୍ଷ, ଧନ୍ୟବାଦ … ଅମିତାଭ ବଚ୍ଚନଙ୍କ ଟୁଇଟ୍‌ ବହୁତ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଅମିତାଭ ବଚ୍ଚନ ମୃଣାଳ ସେନଙ୍କ ଫିଲ୍ମ ଭୁବନ ଶୋମରେ ଭଏସ ନ୍ୟାରେଟର୍‌ ଭାବରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମକୁ ଜାତୀୟ ପୁରସ୍କାର ମିଳିଥିଲା। ଏହା ପରେ ଅଭିନେତା ସାଥ ହିନ୍ଦୁସ୍ତାନୀ, ଆନନ୍ଦ, ପରୱାନା, ରେଶମା ଔର ଶେରା, ବମ୍ବେ ଟୁ ଗୋଆ ଭଳି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଚଳଚ୍ଚିତ୍ର ଜଗତରେ ଅବଦାନ ପାଇଁ ଅମିତାଭ ବଚ୍ଚନଙ୍କୁ ଦାଦାସାହେବ ଫାଲକେ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri