Posted inଖେଳ

କୋହଲିଙ୍କ ସମର୍ଥନରେ ବାହାରିଲେ ବିଗ୍‌ ବି: କହିଲେ ‘ଆମ ସମସ୍ତଙ୍କ ଜୀବନରେ ଖରାପ ଦିନ ଆସେ’

ନୂଆଦିଲ୍ଲୀ,୨୦।୧୨: ଆଡିଲେଡ୍‌ ଟେଷ୍ଟରେ ୮ ଉଇକେଟରେ ଅଷ୍ଟ୍ରେଲିଆଠାରୁ ପରାଜିତ ହେବା ପରେ ଭାରତୀୟ ଦଳକୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। କୌଣସି ବ୍ୟାଟ୍ସମ୍ୟାନ୍‌ ଗୋଟିଏ ଇନିଂସରେ ଦୁଇଅଙ୍କ ଛୁଇଁ ନ ପାରିବାକୁ ନେଇ ସୋସିଆଲ ମିଡିଆରେ ତାତ୍ସଲ୍ୟ କରାଯାଉଛି। ହେଲେ ମେଗାଷ୍ଟାର ଅମିତାଭ ବଚ୍ଚନ କୋହଲିଙ୍କ ସହ ଭାରତୀୟ ଦଳର ସମର୍ଥନ କରିଛନ୍ତି। ଆମ ସମସ୍ତଙ୍କ ଜୀବନରେ ଖରାପ ସମୟ ଆସେ। ହେଲେ ଆମକୁ ବେଶି ଚିନ୍ତା କରିବା ଉଚିତ ନୁହେଁ। ଆମେ ଅଷ୍ଟ୍ରେଲିଆ ଦଳକୁ ଜବାବ ଦେବା ବୋଲି ଅମିତାଭ କହିଛନ୍ତି।

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ। କିଛି ଚିନ୍ତା କରିବାର ଆବଶ୍ୟକତା ନାହିଁ। ଆଜି ଗୋଟିଏ ଖରାପ ଦିନ ଥିଲା। ଆମେ ପୁଣି ଫେରିବୁ। ଆମ ଜୀବନରେ ଖରାପ ସମୟ ଆସେ ହେଲେ ସେଟ୍‌ବ୍ୟାକ୍‌ର ଜବାବ କମ୍‌ବ୍ୟାକ୍‌ରେ ଦେବୁ ବୋଲି ନିଜର ୩୭୫୮ତମ ଟୁଇଟ୍‌ରେ ବିଗ୍‌ ବି କହିଛନ୍ତି।

ପ୍ରକାଶ ଯେ, ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ଭାରତ ମାତ୍ର ୩୬ ରନ୍‌ରେ ଅଲଆଉଟ୍‌ ହୋଇ ସର୍ବନିମ୍ନ ସ୍କୋରରେ ସୀମିତ ରହିଥିଲା। ଅଷ୍ଟ୍ରେଲିୟ ବୋଲରଙ୍କ ଆଗରେ ଭାରତୀୟ ବ୍ୟାଟ୍ସମ୍ୟାନମାନେ ବେଶ ଅସହାୟ ମନେ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?