କରୋନା ଲଢେଇ ଜିତିବା ପରେ ଏମିତି କହିଲେ ଅମିତାଭ ବଚ୍ଚନ

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଲଢେଇ ଜିତିଛନ୍ତି। କରୋନା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଡାକ୍ତରଖଶନାରୁ ଛୁଟି ମିଳିବା ପରେ ଅମିତାଭ ବଚ୍ଚନଙ୍କ ପ୍ରଶଂସକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ବିଗ୍‌ ବି ଘରକୁ ଫେରିବା ପରେ ଟୁଇଟ୍‌ କରି କହିଛନ୍ତି, ମୋର କରୋନା ରିପୋର୍ଟ ନେଗେଟିଭକୁ ଆସିଛି। ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରେ କ୍ୱାରାଣ୍ଟାଇନରେ ରହିଛି। ଭଗବାନଙ୍କ ଆଶୀର୍ବାଦ ଏବଂ ମାତା-ବାବୁଜୀଙ୍କ ଆଶୀର୍ବାଦ, ପ୍ରିୟଜନ ଏବଂ ପ୍ରଶଂସକଙ୍କ ଆଶୀର୍ବାଦ ମୁଁ ଠିକ୍‌ ଅଛି। ନାନାବତୀ ହସ୍ପିଟାଲରେ ଚିକିତ୍ସା ଅତ୍ୟନ୍ତ ଭଲ ଥିଲା ଏବଂ ସମସ୍ତେ ମୋର ଯତ୍ନ ନେଇଥିଲେ। ମୁଁ କେବଳ ସେମାନଙ୍କ ହେତୁ ଆଜିର ଦିନ ଦେଖିପାରୁଛି। ଅମିତାଭ ବଚ୍ଚନଙ୍କ ଏହି ଟୁଇଟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଅମିତାଭ ବଚ୍ଚନ, ପୁଅ ଅଭିଷେକ, ବୋହୂ ଐଶ୍ଚର୍ଯ୍ୟା ଏବଂ ନାତୁଣୀ ଆରାଧ୍ୟା କରୋନା ଆକ୍ରାନ୍ତ ହୋଇ ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପୂର୍ବରୁ ଐଶ୍ଚର୍ଯ୍ୟା ଏବଂ ଆରାଧ୍ୟା ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଅଭିଷେକ ଏବେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାହରୁଖ ପଛରେ ଛିଡ଼ା ହୋଇଥିବା ଆସିମ ଏବେ ଷ୍ଟାର, ଭାଇରାଲ ହେଉଛି ପୂର୍ବର ଭିଡିଓ

ବମ୍ବେ: ‘ବିଗ୍‌ ବସ୍‌’ରୁ ରାତାରାତି ଷ୍ଟାର ପାଲଟିଯାଇଛନ୍ତି ଜମ୍ମୁ-କଶ୍ମୀରର ମଡେଲ୍‌ ଆସିମ ରିଆଜ। ଆଜି ବିଶ୍ୱର କୋଣ ଅନୁକୋଣରେ ତାଙ୍କ ଫ୍ୟାନ୍‌। ତାଙ୍କର ଟିକିଏ ଝଲକ...

ଲକ୍‌ଡାଉନ୍‌ରେ ଫାର୍ମହାଉସ ସଫା କଲେ ସଲମାନ୍‌

ଲକ୍‌ଡାଉନ୍‌ ଯୋଗୁ ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌ ଏବେ ପନଭେଲସ୍ଥିତ ନିଜ ଫାର୍ମହାଉସରେ ରହୁଛନ୍ତି। ତାଙ୍କ ସହ ଭଉଣୀ ଅର୍ପିତା, ଅଭିନେତା ଆୟୁଶ ଶର୍ମା, ଅଭିନେତ୍ରୀ...

ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ସପ୍ତାହକରେ ‘ସାହୋ’ କରିଛି ୧୧୫ କୋଟି ବ୍ୟବସାୟ

ନିର୍ଦ୍ଦେଶକ ସୁଜିତ୍‌ ରେଡ୍ଡୀଙ୍କ ଫିଲ୍ମ ‘ସାହୋ’ ରିଲିଜ୍‌ ହେବାର ଗୋଟିଏ ସପ୍ତାହ ପୂରିଛି। ଫିଲ୍ମଟି ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ବେଶ୍‌ ଭଲ...

ଭୁଲି ପାରୁନାହାନ୍ତି ସୁକାନ୍ତି

”ଶେଖର! ତୁମେ ଜାଣିନ, ମୋ ଭାଇକୁ ମୁଁ କେତେ ଭଲ ପାଏ। ତୁମ ସହ ଯିବା ତ ଅଲଗା କଥା, ଯଦି ଭଗବାନ ଆସି ମୋତେ...

ସଲ୍‌ମାନଙ୍କ ବଦାନ୍ୟତା

ମୁମ୍ବାଇ: କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀଙ୍କୁ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ୍‌ ତାରକା। ଏଥିମଧ୍ୟରେ ସୁପରଷ୍ଟାର୍‌ ସଲ୍‌ମାନ...

ଇନ୍ଦ୍ରଜାଲ

ମଣିଷ ଜୀବନରେ ଅନେକ ଘଟଣା ଘଟିଥାଏ। ବେଳେବେଳେ ସେହି ଘଟଣା ମଧ୍ୟରୁ କେତେକ ପରବର୍ତ୍ତୀ ସମୟରେ ସମସ୍ୟା ସୃଷ୍ଟି କରେ। ଆଉ ତାହାର ଆଶାତୀତ ଦଣ୍ଡ...

‘୮୩’ ରିଲିଜ୍‌ ହେବା ପୂର୍ବରୁ ଟ୍ରୋଲ୍‌ ହେଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘୮୩’ ଏବେ ରିଲିଜ୍‌ ଅପେକ୍ଷାରେ। ୧୯୮୩ରେ ଭାରତ କ୍ରିକେଟ ଓ୍ବାର୍ଲଡ କପ୍‌ ଜିତି ଇତିହାସ ସୃଷ୍ଟି...

ହ୍ରିତିକ-ଅମିଷା: ୯୨ ପୁରସ୍କାର

ହ୍ରିତିକ ରୋଶନଙ୍କ ପ୍ରଥମ ହିନ୍ଦୀ ସିନେମା ଥିଲା ‘କହୋ ନା ପ୍ୟାର୍‌ ହୈ’। ରାକେଶ ରୋଶନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ସୁପର ହିଟ୍‌ ହେବା ସହ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *