ଅମିତାଭ ବଚ୍ଚନଙ୍କୁ ପୁଣି କରୋନା

ମୁମ୍ବାଇ,୨୪।୮: ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ଦ୍ୱିତୀୟ ଥର ପାଇଁ କୋଭିଡ୍‌-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଟୁଇଟର ଯୋଗେ ଏହି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ କୋଭିଡ୍‌ ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି। ଏହା ପୂର୍ବରୁ ୨୦୨୦ରେ ଅମିତାଭ କୋଭିଡ୍‌ ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେତେବେଳେ ତାଙ୍କ ପୁଅ ଅଭିଷେକ, ବୋହୁ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ନାତୁଣୀ ଆରାଧ୍ୟା ମଧ୍ୟ ଉକ୍ତ ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ମୃଗତୃଷ୍ଣା ନା ପ୍ରଗତିର ଦ୍ବାର

ଭୁବନେଶ୍ୱର ଜଟଣୀଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ରିଜର୍ଭ ବ୍ୟାଙ୍କର ୧୬୯ କୋଟି ଟଙ୍କାର ଟାୟାର-୪ ଡାଟା ସେଣ୍ଟର ଓ ସାଇବର ପ୍ରଶିକ୍ଷଣ ଅନୁଷ୍ଠାନ ଏବଂ କଟକ ନରାଜର…

ନ୍ୟୁଜିଲ୍ୟାଣ୍ଡରେ ଶେଷଥର ପାଇଁ ନ ଚାହୁଁଥିବା ରେକର୍ଡ କଲେ ରୋହିତ ଶର୍ମା ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୬।୧୧: ଭାରତ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୩-୧ରେ ଜିତି ନେଇଛି। ସମ୍ଭବତଃ ଏହା ଥିଲା ଶେଷ ଥର ପାଇଁ, ଯେତେବେଳେ ରୋହିତ ଶର୍ମା ଏବଂ…

ଭାଜପାର ପଞ୍ଜାବ ନିର୍ବାଚନ ଇସ୍ତାହାର କମିଟିରେ ରାଘବ, ହରଭଜନ

ଚଣ୍ଡିଗଡ଼,୧୬ା୧୧: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଭାଜପା ଏହାର ଇସ୍ତାହାର କମିଟିରେ ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ା ଏବଂ ହରଭଜନ…

ପାକ୍‌ ଲିଙ୍କ୍‌ ଥିବା ୨ ଅଭିଯୁକ୍ତ ପଞ୍ଜାବରୁ ଗିରଫ

ଚଣ୍ଡିଗଡ଼,୧୬ା୧୧: ରାଜସ୍ଥାନର ଶ୍ରୀଗଙ୍ଗାନଗର ରେଳଲାଇନରେ ବିସ୍ଫୋରଣ ସହ ସମ୍ପୃକ୍ତି ନେଇ ଜଣେ ମହିଳାଙ୍କ ସହ ୨ ଜଣଙ୍କୁ ପଞ୍ଜାବରୁ ଗିରଫ କରାଯାଇଛି। ରାଜସ୍ଥାନ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌…

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?