ଭୁଲ୍‌ ଇଂରାଜୀ ସ୍ପେଲିଙ୍ଗ୍‌ ଲେଖି ଚର୍ଚ୍ଚାରେ ଅମିତାଭ ବଚ୍ଚନ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ସର୍ବଦା ପ୍ରଶଂସକଙ୍କ ସହ ଯୋଡି ରହିବାକୁ ପସନ୍ଦ କରନ୍ତି। ପ୍ରତିଦିନ ସେ ନିଜର ଭାବନାକୁ ସୋସିଆଲ ମିଡିଆରେ ଶେୟାର କରନ୍ତି। ନିକଟରେ ସେ ଫେସବୁକରେ ଏକ ପୋଷ୍ଟ କରିଥିଲେ। ପୋଷ୍ଟରେ ସେ ଏକ ଇଂରାଜୀ ଶବ୍ଦ ଭୁଲ୍‌ ଲେଖିଥିଲେ। ପ୍ରଶଂସକ କହିବା ପରେ ସେ ନିଜ ଭୁଲ ବୁଝିପାରି କ୍ଷମା ମାଗିବା ସହ ଏହାକୁ ସଂଶୋଧନ କଲେ। କେବଳ ଏତିକି ନୁହେଁ, ବିଗ୍‌ ବି ସେହି ପ୍ରଶଂସକଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।
ଏହି ପ୍ରଶଂସକ ଜଣକ ହେଉଛନ୍ତି ପାଟଣାର ମାଲାସାଲାମି ପୋଲିସ ଷ୍ଟେଶନ ଅଞ୍ଚଳରେ ନନ୍ଦଗୋଲାର ବାସିନ୍ଦା ରାଜେଶ ପାଣ୍ଡେ। ଏଥିସହ ସେ ବଚ୍ଚନଙ୍କୁ ପାଟନାକୁ ଆସି ଛଠ ପୂଜା କରିବାକୁ ଅନୁରୋଧ କରିଛନ୍ତି। ଏହା ପୂର୍ବରୁ ରାଜେଶ କୁମାର ହିଁ ଅମିତାଭ ବଚ୍ଚନଙ୍କ ହିନ୍ଦୀ ଶବ୍ଦ ‘ଦଶହରା’ର ଭୁଲ ସ୍ପେଲିଙ୍ଗ୍‌ ଉପରେ ଧ୍ୟାନ ଦେଇଥିଲେ।
ପୂର୍ବରୁ ଅମିତାଭ ବଚ୍ଚନ ଫେସବୁକରେ ପ୍ରସିଦ୍ଧ ଲେଖକ ଯୋଡି ସଲିମ-ଜାଭେଦଙ୍କ ପାଇଁ ଇଂରାଜୀରେ ‘ଡୁଓ’ ବଦଳରେ ‘ଦୁଆ’ ଲେଖିବାରେ ଭୁଲ କରିଥିଲେ। ଏଥିରେ ବାଧା ଦେଇ ରାଜେଶ ସଠିକ ଶବ୍ଦ ‘ଡୁଓ’ ଲଖିବାକୁ ପରାମର୍ଶ ଦେଇଥିଲେ, ଯାହା ବିଗ-ବି ଭୁଲକୁ ସହଜରେ ଗ୍ରହଣ କରି ସଂଶୋଧନ କରିଥିଲା। ରାଜେଶ ମଧ୍ୟ ବଚ୍ଚନଙ୍କୁ ପାଟନାକୁ ଆସି ଛଠ ମୈୟାଙ୍କଠାରୁ ଆଶୀର୍ବାଦ ମାଗିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କଲେ ଲୋକପ୍ରିୟ ଅଭିନେତା

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତା ସୁଧୀର ବର୍ମା ଆତ୍ମହତ୍ୟା କରିଛନ୍ତି। ବିଶାଖାପାଟନମରେ ଥିବା ତାଙ୍କ ଘରେ ସେ ଆତ୍ମହତ୍ୟା କରିଛନ୍ତି। ତାଙ୍କ ଆକସ୍ମିକ ମୃତ୍ୟୁ...

ଅଧିକ ଭଲ ପାଉଥିବା ବ୍ୟକ୍ତିଙ୍କୁ କିଏ ଡ୍ରଗ୍ସ ଦିଏ କି

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ପୁଣି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଉପରେ ବର୍ଷିଛନ୍ତି। ଅଙ୍କିତା ପୁଣି ଥରେ ସୋସିଆଲ...

କିଆରା-ସିଦ୍ଧାର୍ଥଙ୍କୁ ସ୍ୱତନ୍ତ୍ର ଉପହାର ଦେଲେ ମୁକେଶ ଅମ୍ବାନୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ସାତ ଜନ୍ମ ପାଇଁ ଜୀବନସାଥି ହୋଇଯାଇଛନ୍ତି । ଏହି ନ୍ୟୁଲି ୱେଡ କପୁଲ...

ଦିଲ୍‌ କହେ ଲଭ୍‌ ୟୁ ଲଭ୍‌ ୟୁ

ହୃଦୟରୁ ପ୍ରେମର ସୃଷ୍ଟି। ଏହି ହୃଦୟ ବା ଦିଲ୍‌ ଯେତେଦିନ ନିର୍ମଳ ରହେ ପ୍ରେମ ସେତେ ଗାଢ଼ ରହିଥାଏ। ଏହା ଭିତରେ ଲୁଚି ରହିଥିବା ଅନେକ...

ଆଦିତ୍ୟଙ୍କ ସହ ବିବାହକୁ ନେଇ ଏମିତି କହିଲେ ନେହା

ବଲିଉଡ୍‌ ସିଙ୍ଗର ନେହା କକ୍କର ଏବଂ ଆଦିତ୍ୟ ନାରାୟଣଙ୍କ ମଧ୍ୟରେ ବିବାହର ଚର୍ଚ୍ଚା ଥମିବାର ନାଁ ନେଉନି। ଚର୍ଚ୍ଚା ହେଉଥିଲା ଯେ ଭାଲେଣ୍ଟାଇନ୍ସ ଡେ’ରେ ସେମାନେ...

ଇନ୍‌ଷ୍ଟାଗ୍ରାମରେ ବୋହୂଙ୍କୁ ଫଲୋ କରନ୍ତି ନାହିଁ ବିଗ୍‌ ବି: ଐଶ୍ୱର୍ଯ୍ୟା ବି ସ୍ବାମୀଙ୍କୁ ଛାଡ଼ି…

ବମ୍ବେ: ସାମାଜିକ ଗଣମାଧ୍ୟମରେ ବେଶ୍‌ ସକ୍ରିୟ ବିଗ୍‌ ବି ଅମିତାଭ ବଚ୍ଚନ। ଟୁଇଟର୍‌ ଭଳି ଇନ୍‌ଷ୍ଟାଗ୍ରାମରେ ତାଙ୍କ ପ୍ରଶଂସକ ଅଧିକ। ଦେଖିବାକୁ ଗଲେ ୨୬.୬ ମିଲିୟନ୍‌...

ଲକ୍‌ଡାଉନ୍‌ରେ ଘରୁ ବାହାରିବା କେତେ ବିପଦଜ୍ଜନକ: ଶର୍ଟ ଫିଲ୍ମ ଜରିଆରେ ଲୋକଙ୍କୁ ସୂଚିତ କଲେ ଭାଇଜାନ

ମୁମ୍ବାଇ: କରୋନା ଭାଇରସ୍‌କୁ ରୋକିବା ପାଇଁ ସରକାର ଯଥାସମ୍ଭବ ପ୍ରଚେଷ୍ଟା ଚଳାଇଛନ୍ତି। ଏଥିପାଇଁ ସୁରକ୍ଷା ଦୃଷ୍ଟିରୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ...

ଦେଶର ସମସ୍ତ ମହିଳାଙ୍କୁ କଙ୍ଗନା ସମର୍ପଣ କଲେ ପଦ୍ମଶ୍ରୀ

ଭାରତ ସରକାର ଗଣତନ୍ତ୍ର ଦିବସ ପୂର୍ବରୁ ପଦ୍ମଶ୍ରୀ ପୁରସ୍କାର ଘୋଷଣା କରିଥିଲେ। ଯେଉଁଥିରେ ବଲିଉଡ୍‌ ଇଣ୍ଡଷ୍ଟ୍ରିର ୪ ଜଣଙ୍କ ନାମ ଥିଲା। କଙ୍ଗନା ରାଣାଓ୍ବତ୍‌, କରନ୍‌...

Advertisement
Archives

Model This Week