ଐଶ୍ଚର୍ଯ୍ୟାଙ୍କୁ କୋର୍ଟ ନୋଟିସ୍‌

ମୁମ୍ବାଇ,୧୭।୧:ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ବୋହୂ ତଥା ଅଭିନେତ୍ରୀ ଐଶ୍ଚର୍ଯ୍ୟା ରାୟ ବଚ୍ଚନଙ୍କୁ କୋର୍ଟ ପକ୍ଷରୁ ନୋଟିସ ପଠାଇଯାଇଛି। ଜମି ଟିକସ ବକେୟା ମାମଲାରେ ଏହି ନୋଟିସ୍‌ ପଠାଇଯାଇଥିବା ଜଣାପଡିଛି।
ନାଶିକର ସିନ୍ନରର ଆୱାଡି ଅଞ୍ଚଳରେ ଐଶ୍ଚର୍ଯ୍ୟାଙ୍କ ପ୍ରାୟ ୧ ହେକ୍ଟର ଜମି ଅଛି। ଏହି ଜମି ଉପରେ ୨୧,୯୬୦ ଟଙ୍କା ଟିକସ ଦେବାର ଅଛି। କିନ୍ତୁ ସେ ଦେଇ ନାହାନ୍ତି। ତେଣୁ ତହସିଲଦାରଙ୍କ ତରଫରୁ ଐଶ୍ଚର୍ଯ୍ୟାଙ୍କ ବିରୋଧରେ ଏହି ବିଜ୍ଞପ୍ତି ପଠାଯାଇଛି।
ଯଦି ଐଶ୍ଚର୍ଯ୍ୟା ଏହି ବକେୟା ଟ୍ୟାକ୍ସ ଦେବାରେ ବିଳମ୍ବ କରନ୍ତି, ତେବେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୟଫ୍ରେଣ୍ଡଙ୍କ ସହ ଯୋଗ କରି ଟ୍ରୋଲ୍‌ ହେଲେ ଏହି ଅଭିନେତ୍ରୀଙ୍କ ଭଉଣୀ

ମୁମ୍ବାଇ: ବଲିଉଡର ସୁନ୍ଦରୀ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ସମ୍ପର୍କୀୟ ଭଉଣୀ ଆଲାନା ପାଣ୍ଡେଙ୍କ ନାଁ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛି। ପୂର୍ବରୁ ଆଲାନାଙ୍କ...

ସୋସିଆଲ ମିଡିଆରୁ ଦୂରେଇ ରହୁଛନ୍ତି ପରିଣୀତି

ମୁମ୍ବାଇ: ଚଳଚ୍ଚିତ୍ର ‘ଜବରିୟା ଯୋଡ଼ି’ ପରେ ଏବେ ଅଭିନେତ୍ରୀ ପରିଣୀତି ଚୋପ୍ରା ଫିଲ୍ମ ‘ଦ ଗର୍ଲ ଅନ୍‌ ଦ ଟ୍ରେନ୍‌’ର ଶୁଟିଂରେ ବ୍ୟସ୍ତ। ଫିଲ୍ମରେ ତାଙ୍କ...

ସମ୍ବଲପୁରୀ ଶାଢ଼ି ପିନ୍ଧି ଏମିତି କହିଲେ ଅଭିନେତ୍ରୀ ବିଦ୍ୟା ବାଲାନ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିଦ୍ୟା ବାଲାନ ଏବେ ସମ୍ବଲପୁରୀ ଶାଢ଼ି ପ୍ରେମରେ ପଡ଼ିଛନ୍ତି। ଫିଲ୍ମ ‘ଶକୁନ୍ତଳା ଦେବୀ’ର ଇ-ପ୍ରମୋଶନ ଅବସରରେ ଏକ ସ୍ବତନ୍ତ୍ର ସମ୍ବଲପୁରୀ ଶାଢ଼ି...

‘ସତର୍କ ରୁହନ୍ତୁ, ନଚେତ୍‌ ଧୋକା ଖାଇବେ’

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ ଶୋ’ ‘କୌନ୍‌ ବନେଗା କରୋଡ଼ପତି-୧୪’ର ଶୁଟିଂ ଶେଷ ହୋଇଛି। ସୋନି ଟିଭିରେ ଦର୍ଶକମାନେ ବିଗ୍‌ ବି ପ୍ରତିଯୋଗୀମାନଙ୍କ ସହିତ...

ବିବାହ ପରେ ଏବେ ଚର୍ଚ୍ଚାରେ ବିକ୍କି-କଟ୍ରିନାଙ୍କ କାର୍‌ ନମ୍ବର ପ୍ଲେଟ୍‌

ବମ୍ବେ: ମନ ମିଶିଲେ ସବୁ କିଛି ମିଶେ। ସେପରି କିଛି ଅଭିନେତା ବିକ୍କି କୌଶଲ-ଅଭିନେତ୍ରୀ କଟ୍ରିନା କୈଫଙ୍କ କ୍ଷେତ୍ରରେ। ଉଭୟ ବିବାହ କରିବାକୁ ଯାଉଥିବା ନେଇ...

ପୁଣି ଫେରିଲେ ରାଜ୍‌

ବମ୍ବେ: ସୋସିଆଲ ମିଡିଆକୁ ପୁଣି ଫେରିଲେ ରାଜ କୁନ୍ଦ୍ରା। ଅଶ୍ଳିଳ ଫିଲ୍ମ ନିର୍ମାଣ ମାମଲାରେ ଛନ୍ଦି ହୋଇ ଗିରଫ ହୋଇଥିଲେ ସେ। ଏହାପରଠାରୁ ସେ ଚର୍ଚ୍ଚାରେ...

ଫେରିବେ ମନ୍ଦାକିନି

ମୁମ୍ବାଇ: ୧୯୮୫ରେ ଆସିଥିବା ବଲିଉଡ ମୁଭି ‘ରାମ ତୈରି ଗଙ୍ଗା ମୈଲି’ରେ ସମସ୍ତଙ୍କ ଦିଲକ ଧଡ଼କନକୁ ଆହୁରି ବଢାଇ ଦେଇଥିବା ନାୟିକା ମନ୍ଦାକିନି ବେଶ କିଛି...

ଇମ୍ରାନ୍‌ଙ୍କ ନୂଆ ହିରୋଇନ୍‌, ପ୍ରଥମ ଥର ନଜର ଆସିବେ ହିନ୍ଦୀ ଫିଲ୍ମରେ

ଇମ୍ରାନ ହାସ୍‌ମୀଙ୍କୁ ଫ୍ୟାନ୍‌ମାନେ ବହୁତ ମିସ୍‌ କରୁଛନ୍ତି। କାରଣ ସେ ତାଙ୍କର ଆଗାମୀ ଫିଲ୍ମ ‘ଦ ବଡି’କୁ ନେଇ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ତାଙ୍କ...

Advertisement
Archives

Model This Week