ଅମିତାଭଙ୍କ ସ୍ବାସ୍ଥ୍ୟକୁ ନେଇ ଗୁଜବରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ଏହି ଦିନରୁ ଆରମ୍ଭ ହେବ KBC ଶୁଟିଂ

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଆଶ୍ୱସ୍ତିକର ବଡ଼ ଖବର। ଗତ ୨ରୁ ୩ ଦିନ ଧରି ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ଖବର ପ୍ରସାରିତ ହେଉଥିଲା ଯେ, ହଠାତ୍‌ ସ୍ବାସ୍ଥ୍ୟ ବିଗିଡ଼ିବା କାରଣରୁ ଅମିତାଭ ବଚ୍ଚନ ‘କୌନ ବନେଗା କରୋଡ଼ପତି ୧୮’ (KBC 18)ର ଶୁଟିଂ ବନ୍ଦ କରି ବ୍ରେକ୍‌ ନେଇଛନ୍ତି। ତେବେ ଏବେ ଏହି ସବୁ କଳ୍ପନାଜଳ୍ପନା ଓ ଚିନ୍ତାଜନକ ଗୁଜବରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ବିଗ ବିଙ୍କ ସ୍ବାସ୍ଥ୍ୟକୁ ନେଇ ଭୟଭୀତ ହେବା କିମ୍ବା ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ସେ ସମ୍ପୂର୍ଣ୍ଣ ଠିକ୍‌ ଅଛନ୍ତି। ପାଣିପାଗ ପରିବର୍ତ୍ତନ ଯୋଗୁ ତାଙ୍କର ସାମାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇଥିଲା। କିନ୍ତୁ ଚିନ୍ତା କରିବା ଭଳି କିଛି ନାହିଁ। ଅମିତାଭ ବଚ୍ଚନ ଆସନ୍ତାକାଲି ଅର୍ଥାତ୍‌ ୧୦ ନଭେମ୍ବର (ମଙ୍ଗଳବାର)ରୁ ପୁଣି ଥରେ ‘କେବିସି ୧୮’ର ସେଟ୍‌କୁ ଫେରି ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି।

ପ୍ରକୃତରେ କିଛି ରିପୋର୍ଟରେ ଦାବି କରାଯାଇଥିଲା ଯେ, ୮୪ ବର୍ଷୀୟ ବିଗ ବିଙ୍କ ସ୍ବାସ୍ଥ୍ୟ ଅଧିକ ଖରାପ ହୋଇଯାଇଛି। ଏଥିପାଇଁ ଚ୍ୟାନେଲକୁ ପୁରୁଣା ଏପିସୋଡ ଏବଂ ସ୍ବତନ୍ତ୍ର ରି-ରନ୍‌ର ସାହାରା ନେବାକୁ ପଡ଼ୁଛି। କିନ୍ତୁ ପ୍ରକୃତ ସତ୍ୟ ହେଉଛି, ଅମିତାଭ ବଚ୍ଚନଙ୍କର କୌଣସି ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ହୋଇନଥିଲା। ସେ କେବଳ ଋତୁକାଳୀନ ଫ୍ଲୁ (ସାମାନ୍ୟ ମୌସୁମୀ ଜ୍ୱର ଓ ଥଣ୍ଡା)ରେ ପୀଡ଼ିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବ୍ରାଉନ ସୁଗାର କାରବାର, ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ବରଗଡ଼,୯।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସୋମବାର ବ୍ରାଉନ ସୁଗାର କାରବାର ଅଭିଯୋଗରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ…

ଜଗା ଦର୍ଶନ ପାଇଁ ଯାଇଥିଲେ: ଘରେ ବୁଲିଲା କଳାକନା

ବୈଶିଙ୍ଗା,୯।୧୧(ରତନ ଦାଶ); ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବଙ୍ଗାଳିଡାହି ଗ୍ରାମର ମହେନ୍ଦ୍ର ନାଥ ମହାନ୍ତ ତାଙ୍କ ସ୍ତ୍ରୀ ଓ ଦୁଇ ପୁଅ ଝିଅ ସହିତ ଶୁକ୍ରବାର…

ୱିଲିୟମସନଙ୍କ ସନ୍ନ୍ୟାସ ପଛରେ ବିରାଟ କୋହଲି! ନିଜେ ଖୋଲିଲେ ବଡ଼ ରାଜ୍‌, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୯।୧୧: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ କେନ ୱିଲିୟମସନ ଚଳିତ ବର୍ଷ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଥିଲେ। ଏବେ ସେ ନିଜର ଏହି ବଡ଼ ନିଷ୍ପତ୍ତି…

ବିଲରେ ବିଛାଯାଇଥିବା ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ଦନ୍ତାହାତୀର ଜୀବନ !

ବାରିପଦା,୯ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ହାତୀ ମୃତ୍ୟୁ ଘଟଣା ଥମିବାର ନାଁ ଧରୁନାହିଁ। ବାରିପଦା ବନଖଣ୍ଡ ଅଧୀନ ଡୁକୁରା ସେକ୍ସନର କାରାମଘୁଟୁ ଅଞ୍ଚଳରେ ଏକ ଦନ୍ତାହାତୀର…

ବଢ଼ିଲା ସହାୟତାର ହାତ: ବାଙ୍ଗାଲୋରରୁ ଗାଁକୁ ଆସିଲା ଦାଦନ ଶ୍ରମିକଙ୍କ ମୃତଦେହ

ଗୋଲାମୁଣ୍ଡା,୯।୧୧(ବଟକୃଷ୍ଣ ପଣ୍ଡା): ପେଟ ପାଟଣା ପାଇଁ ସୁଦୂର କର୍ଣ୍ଣାଟକର ବାଙ୍ଗାଲୋର ସହରକୁ ଦାଦନ ଖଟିବାକୁ ଯାଇଥିବା କଳାହାଣ୍ଡି ଜିଲାର ଜଣେ ଯୁବ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି।…

ଐତିହାସିକ କମାଲ କଲେ ଏହି ୪୧ ବର୍ଷୀୟ ଖେଳାଳି: ୧୦୦ ବର୍ଷ ପରେ ପ୍ରଥମ ଥର ଟେଷ୍ଟରେ ଘଟିଲା ଏମିତି… ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୯।୧୧: ଟେଷ୍ଟ କ୍ରିକେଟରେ ଏବେ ଲଗାତାର ନୂଆ ନୂଆ ରେକର୍ଡ ସୃଷ୍ଟି ହେଉଛି। ବର୍ତ୍ତମାନ ଆଫଗାନିସ୍ତାନ ଓ ଜିମ୍ବାୱେ ମଧ୍ୟରେ ଟେଷ୍ଟ ମ୍ୟାଚ ଚାଲିଥିବା ବେଳେ…

ସ୍କୁଟିକୁ ଧକ୍କା ଦେଲା ଆମ ବସ୍‌: ୩ ମହିଳା ଗୁରୁତର

କେନ୍ଦୁଝର,୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଆଟୋପୁରଠାରେ ସୋମବାର ଏକ ଆମ ବସ୍‌ ଧକ୍କାରେ ୩ଜଣ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ମହିଳାମାନେ ହେଲେ…

ପୁଣି ଅଧିନାୟକ ହେଲେ ସୂର୍ଯ୍ୟକୁମାର, ହାର୍ଦ୍ଦିକଙ୍କୁ ବି ମିଳିଲା ସୁଯୋଗ: ଧୁରନ୍ଧର ଖେଳାଳିଙ୍କୁ ନେଇ ଘୋଷଣା ହେଲା ଦଳ

ନୂଆଦିଲ୍ଲୀ, ୯।୧୧: ଟିମ ଇଣ୍ଡିଆକୁ T20 ବିଶ୍ୱକପ ୨୦୨୬ରେ ବିଶ୍ୱବିଜେତା କରାଇଥିବା ସୂର୍ଯ୍ୟକୁମାର ଯାଦବ ପୁଣି ଥରେ ଅଧିନାୟକ ଦାୟିତ୍ୱ ସମ୍ଭାଳିବାକୁ ଯାଉଛନ୍ତି। ମୁମ୍ବାଇ କ୍ରିକେଟ ଆସୋସିଏସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?