ଅମିତାଭ ବଚ୍ଚନ ନେକ୍ସସ୍‌ ମଲ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୩ା୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ବ୍ଲାକ୍‌ଷ୍ଟୋନ୍‌ ଗ୍ରୁପ୍‌ର ସହଯୋଗୀ କମ୍ପାନୀ ବ୍ଲାକ୍‌ଷ୍ଟୋନ୍‌ ରିୟଲ ଇଷ୍ଟେଟ ଦ୍ୱାରା ପରିଚାଳିତ ଏବଂ ମାଲିକାନାଧୀନ ‘ନେକ୍ସସ୍‌ ମଲ୍‌’ ନିକଟରେ ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ତା’ର ‘ସୁଖର ଆମ୍ବାସାଡର’ ଭାବେ ନିଯୁକ୍ତ କରିଛି। ଏପରିକି ‘ହର୍‌ ଦିନ୍‌ କୁଛ୍‌ ନୟା’ ଅନୁଭୂତି ସହ ଗ୍ରାହକମାନଙ୍କ ପାଇଁ ଅମିତାଭଙ୍କ ସହିତ ଏହି ସହଭାଗିତା ସ୍ବତନ୍ତ୍ର ରହିବ ବୋଲି ମଲ୍‌ ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ନେକ୍ସସ୍‌ ମଲ୍‌ର ସିଇଓ ଦାଲୀପ ସେହଗାଲ କହିଛନ୍ତି, ଅମିତାଭ ବଚ୍ଚନ ହେଉଛନ୍ତି ଭାରତର ଜଣେ ପ୍ରଖ୍ୟାତ ଚଳଚ୍ଚିତ୍ର ତାରକା, ଯାହାଙ୍କ ପାଇଁ ବିଭିନ୍ନ ବର୍ଗର ଭାରତୀୟଙ୍କ ମନରେ ସମ୍ମାନ ରହିଥାଏ। ସେହିଭଳି ତାଙ୍କର କଳା, ପ୍ରତିଭା ଓ ମହନୀୟ ଅବଦାନ ପାଇଁ ସେ ଘରେ ଘରେ ମଧ୍ୟ ପରିଚିତ, ନେକ୍ସସ୍‌ ମଲ୍‌ ପରିବାରରେ ଅମିତାଭ ବଚ୍ଚନଙ୍କୁ ପାଇ ଆମେ ଅତ୍ୟନ୍ତ ଗୌରବାନ୍ବିତ ମନେକରୁଛୁ। ଆମ ଗ୍ରାହକମାନଙ୍କ ସହ ହର୍‌ ଦିନ୍‌ କୁଛ୍‌ ନୟା ଅନୁଭୂତିକୁ ତାଙ୍କ ସହିତ ବାଣ୍ଟିବାକୁ ଯାଇଥିବାରୁ ଆମେ ଅତ୍ୟନ୍ତ ଖୁସି ବୋଲି ଦାଲୀପ ମତପ୍ରକାଶ କରିଛନ୍ତି। ସେହିପରି ଅମିତାଭ ବଚ୍ଚନ କହିଛନ୍ତି, ନେକ୍ସସ୍‌ ମଲ୍‌ ସହ ସହଭାଗିତା କରି ମୁଁ ବହୁତ ଖୁସି। ଆମେ ସବୁ ମିଳିମିଶି ପ୍ରତ୍ୟେକ ଗ୍ରାହକଙ୍କୁ ଏକ ନୂଆ ଅନୁଭୂତି ଦେଇପାରିବା।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri