କ୍ଷମା ମାଗିଲେ ବିଗ୍‌ ବି

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବିଗ ବି ପ୍ରାୟତଃ ପ୍ରଶଂସକଙ୍କ ସହିତ ତାଙ୍କ ଜୀବନ ସହିତ ଜଡିତ ଅନେକ ପ୍ରସଙ୍ଗ ଶେୟାର କରିଛନ୍ତି। ତେବେ ଏକ ଭୁଲ ହେତୁ ଅମିତାଭ ଟ୍ରୋଲ୍‌ର ଶିକାର ହୋଇଛନ୍ତି। ଏହାପରେ ବିଗ ବି ତାଙ୍କ ଭୁଲ ପାଇଁ କ୍ଷମା ମାଗିଥିଲେ ମଧ୍ୟ ତାଙ୍କୁ ଟ୍ରୋଲ କରାଯାଉଛି।
ଅମିତାଭ ନିକଟରେ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ପୋଷ୍ଟ କରିଥିଲେ। ଯେଉଁଥିରେ ସେ ଏକ ଭୁଲ କରିଥିଲେ। ତାଙ୍କ ପୋଷ୍ଟରେ ‘ଟି ନମ୍ବର’ ଭୁଲ ଭାବରେ ଲେବଲ କରିଥିବାରୁ ସେ ଟୁଇଟରରେ କ୍ଷମା ମାଗିଛନ୍ତି। କ୍ଷମା ମାଗି ବିଗ୍‌ ବି ଲେଖିଛନ୍ତି, T4514 ବଡ ଭୁଲ! T 4514 ପରେ ମୋର ସମସ୍ତ ଟି ନମ୍ବର ଭୁଲ .. (ତାହା ଠିକ) .. ପରେ ସବୁକିଛି ଭୁଲ .. ‘ସେ କହିଛନ୍ତି, t 5424,5425,5426,4527, 5428, 5429, 5430.. ସବୁ ଭୁଲ..। T4515,4516,4517,4518,4519 4520,452 ହେବା ଉଚିତ୍‌ ଥିଲା। କ୍ଷମା ମାଗୁଛି।
ଅମିତାଭଙ୍କୁ ନିକଟରେ ଫିଲ୍ମ ‘ଉଞ୍ଚାଇ’ରେ ଦେଖିବାକୁ ମିଳେ। ଏଥିରେ ଅନୁପମ ଖେର, ପାରିନୀତି ଚୋପ୍ରା ଏବଂ ବୋମାନ ଇରାନୀଙ୍କ ସହ ସେ ନଜର ଆସିଥିଲେ। ଏହି ଫିଲ୍ମଟି ସୁରଜ ବଡଜାତ୍ୟଙ୍କ ଦ୍ୱାରା ନିର୍ମିତ ହୋଇଛି। ଖୁବ ଶୀଘ୍ର ବିଗ ବି ଦୀପିକା ପାଦୁକୋନଙ୍କ ସହ ‘ଦ ଇଣ୍ଟର୍ନ’ ଏବଂ ପାନ ଇଣ୍ଡିଆ ଫିଲ୍ମ ‘ପ୍ରୋଜେକ୍ଟ କେ’ରେ ପ୍ରଭାସଙ୍କ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri