Advertisement

ବିନା ଅନୁମତିରେ ବ୍ୟବହାର ହୋଇପାରିବନି ଅମିତାଭ ବଚ୍ଚନଙ୍କ ଫଟୋ, ସ୍ବର

ନୂଆଦିଲ୍ଲୀ,୨୫।୧୧: ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ବ୍ୟକ୍ତିଗତ ଅଧିକାରର ସୁରକ୍ଷା ପାଇଁ ଦିଲ୍ଲୀ ହାଇକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିନା ଅନୁମତିରେ ଅମିତାଭ ବଚ୍ଚନଙ୍କ ଫଟୋ, ସ୍ବର ବ୍ୟବହାର ହୋଇପାରିବନି। ନିକଟରେ ବ୍ୟକ୍ତିଗତ ଅଧିକାରର ସୁରକ୍ଷା ପାଇଁ ଅମିତାଭ ଦିଲ୍ଲୀ ହାଇକୋର୍ଟରେ ଏକ ମୋକଦ୍ଦମା ଦାୟର କରିଥିଲେ। ବିଗ ବି ତାଙ୍କ ଫଟୋ, ସ୍ବର ଏବଂ ନାମର ସୁରକ୍ଷା ପାଇଁ ଏହି ପଦକ୍ଷେପ ନେଇଥିଲେ। ଏହି ପିଟିସନ ଦାଖଲ ହେବା ପରେ ବିଶିଷ୍ଟ ଓକିଲ ହରିଶ ସାଲଭେ ଅମିତାଭଙ୍କ ପକ୍ଷରୁ ଯୁକ୍ତି ବାଢିଥିଲେ। ସମସ୍ତ ଯୁକ୍ତି ଶୁଣିବା ଏବଂ ବୁଝିବା ପରେ ଅମିତାଭଙ୍କ ସପକ୍ଷରେ କୋର୍ଟ ଏହି ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ

ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ...

ଗୋବର କିଣିବେ ସରକାର: ଚାଷୀ ହେବେ ମାଲାମାଲ୍‌

ରାୟପୁର, ୬।୭: ଛତିଶଗଡ଼ ଚାଷୀଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ସରକାର ଚାଷୀଙ୍କଠାରୁ କିଲୋ ପିଛା ଦେଢ଼...

ପଦ୍ମଭୂଷଣ ସମ୍ମାନ ନେବାକୁ ମନା କଲେ ବୁଦ୍ଧଦେବ

କୋଲକତା,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କେନ୍ଦ୍ର ସରକାର ପଦ୍ମ ଭୂଷଣ ସମ୍ମାନ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। କିନ୍ତୁ...

ଦେଢ଼ ବର୍ଷର ଝିଅଙ୍କୁ କୋଳରେ ଧରି ଡ୍ୟୁଟି କରୁଥିଲେ ଡିଏସ୍‌ପି; ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ…

କଥାରେ ଅଛି ନାରୀ ସର୍ବଗୁଣସମ୍ପନ୍ନା। କର୍ତ୍ତବ୍ୟ ସହ ପରିବାରର ଦାୟିତ୍ୱକୁ ସେ ଠିକ୍‌ ଭାବେ ତୁଲାଇପାରେ। ଏହାର ଅନେକ ଉଦାହରଣ ସମାଜରେ ଦେଖିବାକୁ ମିଳିଥାଏ। ଏହି...

ଭାରତରେ ନୂଆ ପ୍ରଜାତିର ବାଦୁଡି ସନ୍ଧାନ

ନୂଆଦିଲ୍ଲୀ,୨୩।୮: ଅନ୍ତର୍ଜାତୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ ଭାରତ ଏବଂ ଶ୍ରୀଲଙ୍କାରେ ଏକ ନୂତନ ପ୍ରଜାତିର ବାଦୁଡି ସନ୍ଧାନ କରିଛନ୍ତି, ଯାହାର ଲମ୍ବା ଆଙ୍ଗୁଠି ଅଛି। ଅନୁସନ୍ଧାନକାରୀମାନେ...

ଖଲିଙ୍କ ନିର୍ବାଚନ ପ୍ରଚାରକୁ ନେଇ ଅଭିଯୋଗ ଆଣିଲା ଟିଏମ୍‌ସି

କୋଲକାତା,୨୮।୪: ଲୋକ ସଭା ନିର୍ବାଚନ ପ୍ରଚାରକୁ ନେଇ ରେସ୍‌ଲର ଦଲିପ ସିଂ ରାନା ବା ଖଲିଙ୍କ ନାଁରେ ଜାତୀୟ ନିର୍ବାଚନ କମିଶନଙ୍କ ପାଖେ ଅଭିଯୋଗ ଆଣିଛି...

କିଡ୍‌ନୀ ର଼୍ୟାକେଟର ପର୍ଦ୍ଦାଫାଶ୍‌, ୧୦ ଗିରଫ…

ନୂଆଦିଲ୍ଲୀ, ୨।୬ : ଦିଲ୍ଲୀର ଦକ୍ଷିଣ ଜିଲାର ହୌଜଖାସ ପୋଲିସ ଷ୍ଟେଶନ ପକ୍ଷରୁ ଏକ ବଡ଼ କିଡ୍‌ନୀ ର଼୍ୟାକେଟର ପର୍ଦ୍ଦାଫାଶ କରାଯାଇଛି। ଓଟି ଟେକ୍ନିସିଆନ, ଦୁଇ...

ତେଜସ୍ବୀଙ୍କ ନୂଆ ନିର୍ଦ୍ଦେଶ, କେହି କିଣିବେନି ଗାଡ଼ି-ପାଦ ଛୁଇଁବାକୁ ମନା…

ପାଟନା,୨୦।୮ : ବିହାରରେ ଗଠିତ ନୂତନ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ତାଙ୍କ ବିଭାଗର କାର୍ଯ୍ୟ ଉପରେ ଗୁରୁତ୍ୱାରୋପ କରିବା ସହିତ ତାଙ୍କ ଦଳର କୋଟା...

Advertisement
Archives

Model This Week