ପିତା ପୁତ୍ରଙ୍କ ସ୍ୱର-ତାଳ ଦେଖି ଆଶ୍ଚର୍ଯ୍ୟ ହେଲେ ବିଗ୍ ବି

ମୁମ୍ବାଇ: ସୋସିଆଲ ମିଡିଆରେ କ’ଣ କେତେବେଳ ଭାଇରାଲ ହେଉଛି ତାହା କହିବା ମୁସ୍କିଲ । ଏବେ ଜଣେ ପିତା-ପୁତ୍ରଙ୍କ ଭିଡିଓ ଖୁବ୍ ଭାଇରାଲ ହେଉଛି । ଯେଉଁଥିରେ ଜଣେ ବ୍ୟକ୍ତି ତାଙ୍କ ଛୋଟ ପୁଅକୁ ହାରମୋନିୟମ ବଜାଇ ଶାସ୍ତ୍ରୀୟ ସଙ୍ଗିତ ଶିଖାଉଥିବା ଦେଖାଯାଇଛି । ଆଉ ଛୋଟ ପିଲାଟି ତା’ର ସାଧ୍ୟ ମତେ ପିତାଙ୍କ ସ୍ୱରରେ ସ୍ୱର ମିଳାଇବାକୁ ଚେଷ୍ଟା କରୁଛି । ଆଉ ଏହି ଭିଡିଓ ସୋସିଆଲ ମିଡିଆ ୟୁଜର୍ସଙ୍କୁ ଖୁବ୍ ପସନ୍ଦ ଆସୁଛି । ଆଉ ଏହା ଭାଇରାଲ ହେବାରେ ଲାଗିଛି । ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବଲିୁଡ୍ ନାୟକ ଅମିତାଭ ବଚ୍ଚନ ବି ଏହି ଭିଡିଓକୁ ଶେୟାର କରିଛନ୍ତି । ଆଉ ଲେଖିଛନ୍ତି ପୁଅତ ପିତାଙ୍କ ବାପା । ଅସଲରେ ଛୋଟ ପିଲାଟି ଏମିତି ଭାବେ ସଙ୍ଗିତ ଅଭ୍ୟାସ କରୁଛି ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ୱାଭାବିକ କଥା । ଶିଶୁଟିର ବୟସ ୨-୩ ବର୍ଷ ମଧ୍ୟରେ ହେବା ଭଳି ଅନୁମାନ କରାଯାଉଛି । ହେଲେ ତା’ର ସଙ୍ଗିତ ପ୍ରତି ଥିବା ଆଗ୍ରହ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri