ରାତି ୧୨ଟାରେ ଚକୋଲେଟ ଖାଉଛନ୍ତି ଅମିତାଭ ବଚ୍ଚନ

ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ କରୋନାରୁ ସୁସ୍ଥ ହୋଇ ନିଜ ଚିର ପରିଚିତ ଶୈଳୀରେ ସୋସିଆଲ ମିଡିଆରେ ପୁଣି ସକ୍ରିୟ ହୋଇଛନ୍ତି। ନିକଟରେ ସେ ଚକୋଲେଟର ଏକ ଫଟୋ ଶେୟାର କରିଛନ୍ତି। ସେ ଏହି ଚକୋଲେଟକୁ ମଧ୍ୟ ବେଶ୍‌ ପ୍ରଶଂସା କରିଛନ୍ତି। ଅମିତାଭ ଏହା ମଧ୍ୟ କହିଛନ୍ତି ଯେ ସେ ରାତିରେ ଏହି ଚକୋଲେଟ ଖାଇବାକୁ ପସନ୍ଦ କରନ୍ତି। ଇନଷ୍ଟାଗ୍ରାମରେ ଏହି ଚକୋଲେଟର ଫଟୋ ପୋଷ୍ଟ କରି ସେ କହିଛନ୍ତି ଯେ ରାତି ୧୨ଟାରେ ଏହାକୁ ଖାଇବାର ମଜା ଅନ୍ୟ କେଉଁଠାରେ ନାହିଁ। ଅଭିନେତା ରଣବୀର ସିଂ ମନ୍ତବ୍ୟ ଦେଇ କହିଛନ୍ତି, ବଚ୍ଚନ ସାହେବ, ତୁମେ କଣ କରୁଛ? ରଣବୀରଙ୍କ ଏହି ମନ୍ତବ୍ୟକୁ ଅନେକ ପ୍ରଶଂସକ ପସନ୍ଦ କରିଛନ୍ତି। ଏହା ବ୍ୟତୀତ ମୌନି ରୟ ଏବଂ କ୍ରିତି ସାନନଙ୍କ ପରି ତାରକାମାନେ ମଧ୍ୟ ଏହି ଫଟୋ ଉପରେ ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ କରନ୍‌ ଜୋହର; ଏଭଳି କହିଥିଲେ ମନକଥା

ବମ୍ବେ: ନିଜ ସମୟର ସଫଳ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ଥିଲେ ଟ୍ବିଙ୍କଲ ଖନ୍ନା। ‘ବରସାତ’ ଚଳଚ୍ଚିତ୍ରରୁ କ୍ୟାରିୟର ଆରମ୍ଭ କରି ଅନେକ ହିଟ୍‌ ଫିଲ୍ମ ଭେଟି...

ଲତା ମଙ୍ଗେଶକରଙ୍କୁ ଅସୁନ୍ଦରୀ କହିଥିଲେ ଏହି ଅଭିନେତା: ଲକ୍ଷେ ଅନୁରୋଧ ପରେବି…

ଗାୟିକା ଲତା ମଙ୍ଗେଶକର ତାଙ୍କ ସୁମଧୁର ସ୍ବର ପାଇଁ ସାରା ବିଶ୍ୱରେ ପରିଚିତ। ତାଙ୍କୁ ବଲିଉଡରେ ସଙ୍ଗୀତର ଦେବୀ କୁହାଯାଏ । ଅନେକ ଲୋକ ଜାଣନ୍ତି...

ଭିନ୍ନ ଚରିତ୍ରରେ ସୁସ୍ମିତା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କୁ ଦର୍ଶକେ ବଡ଼ ପରଦାରେ ଜଣେ ଟ୍ରାନ୍ସଜେଣ୍ଡର ଭୂମିକାରେ ଦେଖିବାକୁ ପାଇବେ। ଚଳଚ୍ଚିତ୍ରର ନାମ ରହିଛି ‘ତାଲି’। ତେବେ ଫିଲ୍ମକୁ...

ଗୋଲ୍ଡେନ୍‌ ଗ୍ଲୋବ୍ସ- ୨୦୨୨ ଆଓ୍ବାର୍ଡ୍‌ରେ ପ୍ରବେଶ କଲା ଫିଲ୍ମ‘ଜୟ ଭୀମ’

ମୁମ୍ବାଇ : ଫିଲ୍ମ‘ଜୟ ଭୀମ’ ଅଫିସିଆଲି ଗୋଲ୍ଡେନ୍‌ ଗ୍ଲୋବ୍ସ ୨୦୨୨ ରେ ସର୍ବଶ୍ରେଷ୍ଠ ଅଣ-ଇଂରାଜୀ ଭାଷା ଫିଲ୍ମ କ୍ୟାଟେଗରୀରେ ମନୋନୀତ ହୋଇଛି । ଏହି ଫିଲ୍ମଟି...

ଜାକ୍‌ଲିନ୍‌ଙ୍କୁ ବିଦେଶ ଗସ୍ତ ଅନୁମତି

ନୂଆଦିଲ୍ଲୀ, ୨୪ା୫: ମହାଠକ ସୁରେଶ ଚନ୍ଦ୍ରଶେଖରଙ୍କ ସହ ସମ୍ପୃକ୍ତି ଏବଂ ମନିଲଣ୍ଡରିଂ ମାମଲାରେ ଅଭିଯୁକ୍ତ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିସ୍‌ଙ୍କୁ ବିଦେଶ ଯିବା ଲାଗି ମଙ୍ଗଳବାର...

ଜାହ୍ନବୀ-ଇଶାନ୍‌ଙ୍କ ପ୍ରେମ ସମ୍ପର୍କକୁ ନେଇ କ’ଣ କହିଲେ ବୋନି କପୁର

ଫିଲ୍ମ ‘ଧଡକ’ରେ ପ୍ରଥମଥର ପାଇଁ ଏକଠି ନଜର ଆସିବା ପରେ ଏବେ ଇଶାନ୍‌ ଖଟ୍ଟର ଏବଂ ଜାହ୍ନବୀ କପୁରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର...

ମାତ୍ର ୨୮ ବର୍ଷ ବୟସରେ ହାସଲ କରିଛନ୍ତି ଅନେକ ସଫଳତା: କୋଟି କୋଟି ଟଙ୍କାର ମାଲିକାଣୀ ଏହି ଅଭିନେତ୍ରୀ

ପପ୍‌ ଗାୟିକା ତଥା ଅଭିନେତ୍ରୀ ସେଲିନା ଗୋମେଜଙ୍କ ଜୁଲାଇ ୨୨ରେ ଜନ୍ମଦିନ। ସେ ଏବେ ୨୮ ବର୍ଷରେ ପାଦଦେଇଛନ୍ତି। ସେ ଜଣେ ପ୍ରସିଦ୍ଧ ଗାୟିକା। ସେଲିନା...

ବିବାହ ପୂର୍ବରୁ ଫାଷ୍ଟ ଲୁକ୍ ଶେୟାର କଲେ କାଜଲ

ମୁମ୍ବାଇ: ବଲିଉଡ୍ ନାୟିକା କାଜଲ ଅଗ୍ରୱାଲ ୩୦ ଅକ୍ଟୋବରରେ ବିବାହ ବେଦୀରେ ବସିବାକୁ ଯାଉଛନ୍ତି । ସେ ତାଙ୍କର ଲଙ୍ଗ ଟର୍ମ ବୟଫ୍ରେଣ୍ଡ ଗୌତମ କିଚଲୁଙ୍କ...

Advertisement
Archives

Model This Week