ରାତି ୧୨ଟାରେ ଚକୋଲେଟ ଖାଉଛନ୍ତି ଅମିତାଭ ବଚ୍ଚନ

ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ କରୋନାରୁ ସୁସ୍ଥ ହୋଇ ନିଜ ଚିର ପରିଚିତ ଶୈଳୀରେ ସୋସିଆଲ ମିଡିଆରେ ପୁଣି ସକ୍ରିୟ ହୋଇଛନ୍ତି। ନିକଟରେ ସେ ଚକୋଲେଟର ଏକ ଫଟୋ ଶେୟାର କରିଛନ୍ତି। ସେ ଏହି ଚକୋଲେଟକୁ ମଧ୍ୟ ବେଶ୍‌ ପ୍ରଶଂସା କରିଛନ୍ତି। ଅମିତାଭ ଏହା ମଧ୍ୟ କହିଛନ୍ତି ଯେ ସେ ରାତିରେ ଏହି ଚକୋଲେଟ ଖାଇବାକୁ ପସନ୍ଦ କରନ୍ତି। ଇନଷ୍ଟାଗ୍ରାମରେ ଏହି ଚକୋଲେଟର ଫଟୋ ପୋଷ୍ଟ କରି ସେ କହିଛନ୍ତି ଯେ ରାତି ୧୨ଟାରେ ଏହାକୁ ଖାଇବାର ମଜା ଅନ୍ୟ କେଉଁଠାରେ ନାହିଁ। ଅଭିନେତା ରଣବୀର ସିଂ ମନ୍ତବ୍ୟ ଦେଇ କହିଛନ୍ତି, ବଚ୍ଚନ ସାହେବ, ତୁମେ କଣ କରୁଛ? ରଣବୀରଙ୍କ ଏହି ମନ୍ତବ୍ୟକୁ ଅନେକ ପ୍ରଶଂସକ ପସନ୍ଦ କରିଛନ୍ତି। ଏହା ବ୍ୟତୀତ ମୌନି ରୟ ଏବଂ କ୍ରିତି ସାନନଙ୍କ ପରି ତାରକାମାନେ ମଧ୍ୟ ଏହି ଫଟୋ ଉପରେ ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଣ୍ଡନରେ ନିୟମ ଭାଙ୍ଗିଲେ ପ୍ରିୟଙ୍କା ଚୋପ୍ରା

ବଲିଉଡ୍‌ ଏବଂ ହଲିଉଡ୍‌ ଫିଲ୍ମରେ ନିଜର ଅଭିନୟର ଯାଦୁ ଦେଖାଇସାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଲକ୍‌ଡାଉନ୍‌ ପାଇଁ ଲଣ୍ଡନରେ...

କଟକରେ ଭାଇଚାରା ସବୁବେଳେ ମିଳିବ

କଟକ ସହ ସମ୍ପର୍କ ଯୋଡ଼ିବା ଲୋକେ ଖୁବ୍‌ କମ୍‌। ହେଲେ ଯିଏ ସମ୍ପର୍କ ଯୋଡ଼ିଛି ସେ ଏହାର ଅସଲି ମଜା ପାଇଛି। ଏହି ସହର ଓ...

ତୈମୁରଙ୍କୁ ଚୋରିକରି ନେବାକୁ ଚାହୁଁଛନ୍ତି ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ତୈମୁର ଅଲ୍ଲୀ ଖାନ୍‌ଙ୍କୁ ଚୋରିକରି ନେବାକୁ ଚାହୁଁଛନ୍ତି। ଏଥିରେ ଆଶ୍ଚର୍ଯ୍ୟ ହେବାର ନାହିଁ। ପ୍ରକୃତ କଥାଟା ହେଲା, ସୈଫ୍‌ ଏବଂ...

ସିଲ୍‌ ହେଲା ଲତାଙ୍କ ଘର

ମୁମ୍ବାଇ,୩୦।୮: କରୋନା ମହାମାରୀ ବେଳକୁ ବେଳ ଉଗ୍ର ରୂପ ନେଉଥିବା ବେଳେ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହୋଇ ସାରିଛି। କରୋନା କବଳରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ...

‘ସ୍ମାର୍ଟ ଯୋଡି’ ଶୋ’ର ଓ୍ବିନର ହେଲେ ଏହି ଯୋଡ଼ି

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ବିକି ଜୈନ ବିବାହ ପରେ ଅନେକ ରିଆଲିଟି ଶୋ’ରେ ନଜର ଆସନ୍ତି। ନିକଟରେ ‘ସ୍ମାର୍ଟ ଯୋଡି’ ଶୋ’ରେ ଏହି ଦମ୍ପତ୍ତଙ୍କର...

ପୂର୍ବ ସ୍ବାମୀଙ୍କ ବିରୋଧରେ ଖୁଲାସା କଲେ ପୁନମ୍‌

ମୁମ୍ବାଇ: କଙ୍ଗନା ରଣାୱାତ୍‌ ରିଆଲିଟି ଶୋ ‘ଲକଅପ’ରେ ପ୍ରତିଯୋଗୀ ଭାଗ ନେଇଛନ୍ତି। ଏହି ଶୋ’ରେ ଏଭଳି ଲୋକଙ୍କୁ ନିଆଯାଇଛି, ଯାହାର ନାମ କିଛି ବିବାଦ ସହ...

କିରଣ କୁମାରଙ୍କ ତୃତୀୟ କରୋନା ରିପୋର୍ଟ ନେଗେଟିଭ୍‌

ମୁମ୍ବାଇ,୨୭।୫: ଅଭିନେତା କିରଣ କୁମାର ମେ ୧୪ରେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସୁରକ୍ଷା ଦୃଷ୍ଟିରୁ ତାଙ୍କ...

ମାଧୁରୀଙ୍କୁ ପତଳି ବୋଲି କହି ବାହା ହେବାକୁ ମନା କରିଦେଇଥିଲେ ଏହି ଗାୟକ; ଆଜି କରୁଛନ୍ତି…

ବମ୍ବେ: ଅଶି ଏବଂ ନବେ ଦଶକର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ଜଣେ। ସୌନ୍ଦର୍ଯ୍ୟ ହେଉ ଅଥବା ଅଭିନୟ କି...

Advertisement
Archives

Model This Week