ଏହି ୬ ପ୍ରକାର ଲୋକଙ୍କଠାରୁ ସର୍ବଦା ଦୂରେଇ ରୁହନ୍ତୁ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇ ମୁମ୍ବାଇର ନାନାବତି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସବୁ ସମୟରେ ସେ ନିଜ ସ୍ବାସ୍ଥ୍ୟ ଅପ୍‌ଡେଡ୍‌ ଇନ୍‌ଷ୍ଟ୍ରାଗ୍ରାମ୍‌ ମାଧ୍ୟମରେ ପ୍ରଶଂସକଙ୍କୁ ଜଣାଇଥାନ୍ତି। ନିକଟରେ ଅମିତାଭ ନିଜର ଏକ ଫଟୋ ଶେୟାର କରି ୬ ପ୍ରକାର ଲୋକଙ୍କଠାରୁ ସର୍ବଦା ଦୂରେଇ ରହିବା କଥା ବୋଲି ସେ କହିଛନ୍ତି। ଏହି ୬ ପ୍ରକାର ଲୋକ ହେଲେ ସମସ୍ତଙ୍କୁ ଈର୍ଷା କରୁଥିବା, ଅନ୍ୟକୁ ଘୃଣା କରୁଥିବା, ଅସନ୍ତୋଷ, ରାଗି, ସନ୍ଦେହ କରୁଥିବା ଏବଂ ପର ଉପରେ ନିର୍ଭର କରୁଥିବା ଲୋକ। ଏମାନେ ସବୁବେଳେ ଦୁଃଖରେ ରହିଥାନ୍ତି। ତେଣୁ ଏହି ୬ ପ୍ରକାର ଲୋକଙ୍କଠାରୁ ସର୍ବଦା ଦୂରେଇ ରହିବା ଆବଶ୍ୟକ ବୋଲି ଅମିତାଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରା ଆଉ ଶାଢ଼ି କିଣିବାକୁ ପସନ୍ଦ କରନ୍ତି ଲତା

ମୁମ୍ବାଇ: ନିଜର ସ୍ବରର ଯାଦୁରେ ସମସ୍ତଙ୍କୁ ମୁଗ୍ଧ କରୁଥିବା ସୁରସାମ୍ରାଜ୍ଞୀ ଲତା ମଙ୍ଗେସକର ରବିବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସଙ୍ଗୀତ ବ୍ୟତୀତ ଲତା ଆଉ...

ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…

ବମ୍ବେ: ବଲିଉଡ୍‌ର ମିଷ୍ଟର ପରଫେକ୍ଟ ନାମରେ ଖ୍ୟାତ ଆମିର ଖାନ। ଏକଦା ସେ ନିଜର ବ୍ଲଗରେ କିଙ୍ଗ ଖାନଙ୍କୁ ନିଜର କୁକୁର ବୋଲି କହିଥିଲେ। ଏହି...

ସାଉଥ୍‌ ସୁପରଷ୍ଟାର ରବି ତେଜାଙ୍କ ପ୍ରକୃତ ନାମ କ’ଣ ଜାଣନ୍ତି

ସାଉଥ୍‌ ସୁପରଷ୍ଟାର ରବି ତେଜା ଆଜି ୫୪ ବର୍ଷରେ ପଦାର୍ପଣ କରିଛନ୍ତି।ସେ ତିନି ଦଶନ୍ଧି ଧରି ଟଲିଉଡ ଇଣ୍ଡଷ୍ଟ୍ରିରେ ରାଜ୍‌ କରୁଛନ୍ତି। ସେ ଆକ୍ସନ ଏବଂ...

ଲୁଚିଛପି ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ କୟାଲ ଆନନ୍ଦୀ। ପ୍ରଥମ ଫିଲ୍ମରୁ ସେ ଦର୍ଶକଙ୍କ ହୃଦୟ ଜିତିପରିଛନ୍ତି। ତେବେ ଏହି ଅଭିନେତ୍ରୀ ନୂଆ...

ଏକଦା ଧନୁଷଙ୍କ ସହିତ ଏହି ଅଭିନେତ୍ରୀଙ୍କ ପ୍ରେମ ସମ୍ପର୍କକୁ ନେଇ ହୋଇଥିଲା ଆଲୋଡ଼ନ: ଏମିତି କହିଥିଲେ ସ୍ତ୍ରୀ

ସାଉଥ ସୁପରଷ୍ଟାର ଧନୁଷ ଏବଂ ଐଶ୍ୱର୍ଯ୍ୟା ରଜନୀକାନ୍ତ ସେମାନଙ୍କର ୧୮ ବର୍ଷର ବିବାହ ସମ୍ପର୍କକୁ ସମାପ୍ତ କରିଛନ୍ତି। ଧନୁଷ ରଜନୀକାନ୍ତଙ୍କ ଝିଅ ଐଶ୍ୱର୍ଯ୍ୟା ରଜନୀକାନ୍ତଙ୍କୁ ୧୮...

ବିରାଟଙ୍କ ପୁଷ୍ପା ଡ୍ୟାନ୍ସ ଭିଡିଓ ଶେୟାର କଲେ ସାମନ୍ଥା

ମୁମ୍ବାଇ: ପୁଷ୍ପା ଫିଲ୍ମର ଗୀତରେ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ଏବଂ ଅଭିନେତା ପ୍ରଭାସ ‘ଓ୍ବ ଓ୍ବ ଅଣ୍ଟାଓ୍ବା’ ଗୀତରେ ଡ୍ୟାନ୍ସ କରୁଥିଲେ। ଯାହାକୁ ଲୋକେ...

ଚକ୍ରବ୍ୟୁହରେ ରିୟା: ସୁଶାନ୍ତଙ୍କୁ ନ୍ୟାୟ ଦେବାକୁ ଏବେ କିଛି ବି କରିବ ବିହାର ପୋଲିସ୍‌

ପାଟଣା: ଦିନକୁ ଦିନ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ନୂଆ ନୂଆ ମୋଡ଼ ନେଉଛି। ଏବେ ଦୋଷୀଙ୍କୁ ଦଣ୍ଡ ଦେବାକୁ ଅଣ୍ଟା ଭିଡିଛି...

ଏସବୁ ଘରୋଇ ଉପାୟରେ କମିଥାଏ ଥଣ୍ଡା

ଥଣ୍ଡା ଧରିଥିଲେ କିଛି ଘରୋଇ ଉପାୟ ଅବଲମ୍ବନ କଲେ ଏହି ସମସ୍ୟା ଶୀଘ୍ର ଦୂର ହୋଇଥାଏ। ଜାଣନ୍ତୁ ଏ ସମ୍ପର୍କରେ… ୧. ପାଣିରେ ହଳଦୀ ଓ...

Advertisement
Archives

Model This Week