ହସ୍ପିଟାଲରୁ ଜୀବନର ମନ୍ତ୍ର ପଢାଇଲେ ଅମିତାଭ ବଚ୍ଚନ, ଏମିତି ଲୋକଙ୍କଠାରୁ ଦୂରେଇ ରୁହନ୍ତୁ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ନିଜ ବିଷୟରେ ବାରମ୍ବାର ଅପଡେଟ ଦେଉଛନ୍ତି। ନିକଟରେ ସେ ଇନଷ୍ଟାଗ୍ରାମରେ କିଛି ଉପଯୋଗୀ କଥା ନିଜ ଫ୍ୟାନ୍‌ଙ୍କ ସହ ଶେୟାର କରିଛନ୍ତି। ସେ କହିଛନ୍ତି, ଯେଉଁ ଲୋକମାନେ ଇର୍ଷାପରାୟଣ, ଘୃଣା, ଅସନ୍ତୁଷ୍ଟ, କ୍ରୋଧିତ, ସର୍ବଦା ସନ୍ଦେହ କରନ୍ତି କିମ୍ବା ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ଜୀବନଯାପନ କରନ୍ତି। ଏହି ପ୍ରକାରର ଅଭ୍ୟାସ ଥିବା ଲୋକମାନେ କେବେ ଖୁସି ହୁଅନ୍ତି ନାହିଁ। ଏହି ଲୋକଙ୍କଠାରୁ ଦୂରରେ ରହିବା ଉଚିତ୍‌। ସୂଚନାଯୋଗ୍ୟ, ଅମିତାଭ ବଚ୍ଚନ ପୁଅ ଅଭିଷେକ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ବୋହୂ ଏବଂ ନାତୁଣୀ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ହୋମ ଆଇସୋଲେଶନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଗଣୁଛନ୍ତି ତମନ୍ନା

ଓଡ଼ିଆ ସିନେମାର ଗ୍ଲାମର କୁଇନ୍‌ ଭାବରେ ପରିଚିତା ତମନ୍ନା ଏବେଠାରୁ ଦିନ ଗଣିବା ଆରମ୍ଭ କରିଦେଲେଣି। ଲକ୍‌ ଡାଉନ ପାଇଁ ତ ସିନେମା ରିଲିଜ ହୋଇପାରୁନି।...

କ୍ରିକେଟକୁ ଭଲ ପାଆନ୍ତି ନାହିଁ ଖିଲାଡି ବୟଙ୍କ ପୁଅ

ମୁମ୍ବାଇ,୧୫।୭: କ୍ରିକେଟର କ୍ରେଜ୍‌ ଛୋଟଠାରୁ ବଡ ସମସ୍ତଙ୍କ ପାଖରେ ଥିବା ବେଳେ ଏଥିରୁ କିନ୍ତୁ ବାଦ୍‌ ପଡିଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟଙ୍କ ପୁଅ ଅରବ।...

ପୁଣି ‘ଆକ୍ସନ’ ଅବତାରରେ କଙ୍ଗନା

‘ମଣିକର୍ଣ୍ଣିକା, ଦି କ୍ୱିନ୍‌ ଅଫ୍‌ ଝାନ୍‌ସୀ’ ହେଉ ବା ‘ଜଜ୍‌ମେଣ୍ଟାଲ ହେ କ୍ୟା’ ହେଉ, ଭଳି ଫିଲ୍ମରେ ଅଭିନୟ କରିଥିବା ବଲିଉଡର ହଟ୍‌କେ ଗାର୍ଲ କଙ୍ଗନା...

ଇମୋଶନାଲ କଲା ‘ଦିଲ୍‌ ବେଚାରା’ର ଟାଇଟେଲ ଟ୍ରାକ୍‌

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଅଭିନୀତ ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ର ଟାଇଟେଲ ଟ୍ରାକ୍‌ ରିଲିଜ୍‌ ହୋଇସାରିଛି। ଆଉ ଏହା ଦର୍ଶକଙ୍କୁ ବେଶ୍‌...

କରନ ଦେଓଲଙ୍କ ଅଭିନୀତ ଫିଲ୍ମର ଟିଜର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସନ୍ନି ଦେଓଲଙ୍କ ପୁଅ କରନ ଦେଓଲଙ୍କ ଅଭିନିତ ଫିଲ୍ମ ‘ପଲ ପଲ ଦିଲ୍‌ କେ ପାସ’ର ଟିଜର ରିଲିଜ୍‌ ହୋଇଛି। ଏହା...

୬୩ ବର୍ଷରେ ଜ୍ୟାକି ଶ୍ରଫ୍‌: ଜଗୁ ଦାଦାରୁ ପାଲଟିଥିଲେ ବଲିଉଡ୍‌ ଷ୍ଟାର

ମୁମ୍ବାଇ: ଜଗୁ ଦାଦାରୁ ବଲିଉଡ୍‌ ଷ୍ଟାର ପାଲଟିଥିବା ଜ୍ୟାକି ଶ୍ରଫ୍‌ ଶନିବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ଫେବୃୟାରୀ ୧ରେ ବମ୍ବେର ଉଦ୍‌ଗିର୍‌ଠାରେ...

ଲଭ୍‌ ଟ୍ବିଷ୍ଟରେ ନବାଗତ ଯୋଡି ‘ଦେବ୍‌-ମନସ୍ମିତା’

ପ୍ରେମର ରାସ୍ତାରେ ଚାଲିବା ଏତେ ସହଜ ନୁହେଁ। ଏହି ରାସ୍ତା ଅନେକ ଜାଗାରେ କଣ୍ଟକିତ। ପ୍ରେମ କରିବା ସମୟରେ କେତେବେଳେ ମନରେ ଖୁସିର ମାହୋଲ ସୃଷ୍ଟି...

ଆଉ ଜଣେ ନବାଗତା

ଜଣେ ନବାଗତା ନିଜ ନାମକୁ ନାୟିକା ଦୌଡରେ ସାମିଲ କରିଛନ୍ତି। ସେ ହେଲେ ସ୍ବାତୀ। ନିର୍ମାଣାଧୀନ ଓଡ଼ିଆ ସିନେମା ‘ଅଟୋଗ୍ରାଫ-ଏ ସାଇନ ଅଫ ଲଭ୍‌’ର ଫିମେଲ...

Coronavirus Update


Archives

Model This Week

Why Dharitri