ଚାକିରି ଖୋଜୁଛନ୍ତି ଅମିତାଭ ବଚ୍ଚନ, ପ୍ରଶଂସକ ହେଲେ ଆଶ୍ଚର୍ଯ୍ୟ: ଜାଣନ୍ତୁ କାହିଁକି

କରୋନାରେ ଘରୁ ବାହାରି କାମ କରିବା ସମସ୍ତଙ୍କ ପକ୍ଷେ ଅତ୍ୟନ୍ତ କଷ୍ଟକର ହୋଇପଡିଛି। ସତର୍କତା ତ ଅବଲମ୍ବନ କରାଯାଉଛି, କିନ୍ତୁ ମନରେ ବସିଥିବା ଭୟକୁ ଦୂର କରିବା ସହଜ ନୁହେଁ। ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ମଧ୍ୟ ଟିକେ ନର୍ଭସ ଅଛନ୍ତି। ସୋସିଆଲ ମିଡିଆରେ ପ୍ରଶଂସକଙ୍କ ମଧ୍ୟରେ ସବୁବେଳେ ମନ କଥା ଶେୟାର କରୁଥିବା ଅମିତାଭ ବର୍ତ୍ତମାନ ଟିକେ ଚିନ୍ତିତ ହୋଇଯାଇଛନ୍ତି। ଅମିତାଭ ବଚ୍ଚନ ତାଙ୍କ ବ୍ଲଗ ମାଧ୍ୟମରେ କହିଛନ୍ତି ଯେ ତାଙ୍କର କିଛି ଚିନ୍ତା ଅଛି। ଟିକେ ନର୍ଭସ ମଧ୍ୟ ଅଛି। ଅମିତାଭ ଲେଖିଛନ୍ତି- ଏଥିରେ କୌଣସି ସନ୍ଦେହ ନାହିଁ ଯେ ଅନେକ ପ୍ରକାରର ସମସ୍ୟା ଏବଂ ଚିନ୍ତା ଅଛି। ସରକାରୀ ଅଧୀକାରୀମାନେ ପୂର୍ବରୁ ସ୍ଥିର କରିସାରିଛନ୍ତି ଯେ ୬୫ ବର୍ଷରୁ ଅଧିକ ଲୋକ କାମ ପାଇଁ ବାହାରକୁ ଯାଇପାରିବେ ନାହିଁ। ମୋ ଭଳି ଲୋକଙ୍କ ପାଇଁ ଏହା ଏକ ଚିନ୍ତା ପରି। ଏଭଳି ପରିସ୍ଥିତିରେ ଅମିତାଭ ଏବେ ତାଙ୍କ ପ୍ରଶଂସକଙ୍କୁ ପଚାରୁଛନ୍ତି କି ତାଙ୍କ ପାଇଁ ଆଉ ଏକ ଚାକିରି ଉପଲବ୍ଧ କି? ହଠାତ୍‌ ବିଗ ବିଙ୍କ ଏହି କଥା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
ନିକଟରେ ଅମିତାଭ କରୋନାରୁ ସୁସ୍ଥ ହୋଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। କିଛି ଦିନ ପୂର୍ବରୁ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା। ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ମଧ୍ୟ କରୋନା ଯୁଦ୍ଧରେ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ବଙ୍ଗ ରାଜନୀତିରେ ହଇଚଇ! ମମତାଙ୍କୁ ବଡ଼ ଝଟ୍‌କା, ପୁତୁରା ଅଭିଷେକଙ୍କ ପାଇଁ ଦଳ ଛାଡ଼ିବେ କି କଲ୍ୟାଣ?

କୋଲକାତା,୧୧।୬: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି)କୁ ଝଟକା ପରେ ଝଟକା ଲାଗୁଛି । ମମତାଙ୍କ ନିକଟତମ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ କୁହାଯାଉଥିବା କଲ୍ୟାଣ ବାନାର୍ଜୀ ଏବେ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri