ଅମିତାଭ ବଚ୍ଚନ କୋଭିଡ୍‌ ପଜିଟିଭ୍‌

ମୁମ୍ବାଇ,୧୧ା୭-  ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ କୋଭିଡ୍‌ ପଜିଟିଭ୍‌ ବାହାରିଛି। ଏନେଇ ସେ ଶନିବାର ଟୁଇଟରରେ ସୂଚନା ଦେଇଛନ୍ତି। ଏହି ବିଶିଷ୍ଟ ଅଭିନେତା କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ତାଙ୍କୁ ମୁମ୍ବାଇସ୍ଥିତ ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ପରିବାରର ଅନ୍ୟ ସଦସ୍ୟ ଓ ଷ୍ଟାଫ୍‌ମାନଙ୍କ ମଧ୍ୟ କୋଭିଡ୍‌ ଟେଷ୍ଟ କରାଯାଇଛି, ଯାହାର ରିପୋର୍ଟ ଆସିନାହିଁ। ଯେଉଁମାନେ ବିଗତ ୧୦ ଦିନ ମଧ୍ୟରେ ଅମିତାଭଙ୍କ ସଂଶର୍ସ୍ପରେ ଆସିଥିଲେ, ସେମାନେ ସମସ୍ତେ ନିଜ ନିଜ ନମୁନା ପରୀକ୍ଷା କରାଇନିଅନ୍ତୁ ବୋଲି ମହାନାୟକ ଅମିତାଭ ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?